Saturday , January 25 2020
Breaking News
Home / ବିଶେଷ / ଆଂଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱଛ ଭାରତ ଅଭିଯାନ

ଆଂଚଳିକ ପରିବହନ କାର୍ଯ୍ୟାଳୟରେ ସ୍ୱଛ ଭାରତ ଅଭିଯାନ

କେନ୍ଦ୍ରାପଡା୦୮/୧୨/୨୦୧୯(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଆଂଚଳିକ ପରିବହନ କାର୍ଯ୍ୟାଳୟରେ ରବିବାର ସକାଳେ ସ୍ୱଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟ କରାଯାଇଛି । ଜିଲ୍ଲାପାଳ ସମର୍ଥ ବର୍ମା ଯୋଗଦେଇ ନିଜେ ଆଂଚଳିକ ପରିବହନ କାର୍ଯ୍ୟାଳୟ ପରିସରକୁ ସଫେଇ କରିବା ସହ ଅନ୍ୟମାନଙ୍କ ପାଇଁ ପ୍ରେରଣା ସୃଷ୍ଟି କରିଛନ୍ତି । ଏହି କାର୍ଯ୍ୟକ୍ରମରେ ଭାରପ୍ରାପ୍ତ ଆଂଚଳିକ ପରିବହନ ଅଧିକାରୀ ନିଖିଳ କୁମାର ପଟ୍ଟନାୟକ,ଅତିରିକ୍ତ ଆଂଚଳିକ ପରିବହନ ଅଧିକାରୀ ଅକ୍ଷୟ କୁମାର ସେନାପତି,ନିର୍ମଳ କୁମାର ଦାସ,କମଳଲୋଚନ ଦାସ ପ୍ରମୁଖ ସମସ୍ତ କର୍ମଚାରୀ ଯୋଗଦେଇ କାର୍ଯ୍ୟାଳୟ ପରିସରକୁ ସଫେଇ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଚିଟଫଣ୍ଡ ଶୋଷଣ ପ୍ରତିରୋଧ ବିରୁଦ୍ଧରେ ମହିଳା ସଙ୍ଘର୍ଷ ସମିତି ପକ୍ଷରୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା

 କେନ୍ଦ୍ରାପଡା, ୨୫/୦୧/୨୦୨୦(ଓଡ଼ିଶା ସମାଚାର)- – ଜିଲ୍ଲାର ମାର୍ଶାଘାଇ,ମହାକାଳପଡା ଓ ତନ୍ତିଆପାଳ ଅଂଚଳରେ ଚିଟଫଣ୍ଡ ସଂସ୍ଥା ଦ୍ୱାରା ଶୋଷିତ ହୋଇଥିବା ସ୍ୱୟଂ …

Leave a Reply

Your email address will not be published. Required fields are marked *