Friday , February 28 2020
Breaking News
Home / ବିଶେଷ / ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ

ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ

ଭୁବନେଶ୍ୱର ,୨୬/୦୧/୨୦୨୦ (ଓଡ଼ିଶା ସମାଚାର)- ଭୁବନେଶ୍ୱର ଠାରେ ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍ ରବିବାର ମହାତ୍ମାଗାନ୍ଧି ମାର୍ଗରେ ଅନୁଷ୍ଠିତ ହୋଇଯାଇଛି। ଏହି ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ ଉତ୍ସବ ଓ ପରେଡ୍ ରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିବାଦନ ଗ୍ରହଣ କରିବା ସହ ପତାକା ଉତ୍ତୋଳନ କରିଥିଲେ। ଏହି ଉତ୍ସବରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ସମ୍ମାନୀତ ଅତିଥି ଭାବେ ଯୋଗ ଦେଇଥିଲେ। ଡିସିପି ସାଗରିକା ନାଥ ଙ୍କ ନେତୃତ୍ୱ ରେ ମୋଟ ୪୮ଟି ଟ୍ରୁପ୍ ପରେଡ୍ରେ ଭାଗ ନେଇଥିବା ବେଳେ ପରେଡ୍ ରେ   ୧୨ଟି ପ୍ରଜ୍ଞାପନ ମେଢ଼ ଭାଗ ନେଇଥିବା ଜଣାପଡ଼ିଛି। ଓଡ଼ିଶା ସମାଚାର

About admin

Check Also

ମାର୍ଚ୍ଚ ପହିଲାରୁ ଗାଡ଼ି ଯାଞ୍ଚ କଡ଼ାକଡ଼ି ହେବ

ଭୁବନେଶ୍ୱର ,୨୮/୦୨/୨୦୨୦ (ଓଡ଼ିଶା ସମାଚାର)- ଲୋକଙ୍କୁ ଯଥେଷ୍ଟ ସମୟ ଦିଆଯାଇଛି, ଆଉ ବହୁ ସଂଖ୍ୟାରେ ଲୋକେ ଇତିମଧ୍ୟରେ ନିଜ ଗାଡ଼ିର …

Leave a Reply

Your email address will not be published. Required fields are marked *