Tuesday , February 25 2020
Breaking News
Home / ତାଜା ଖବର / ରାସ୍ତା ଦୂର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

ରାସ୍ତା ଦୂର୍ଘଟଣାରେ ଜଣେ ମୃତ ଜଣେ ଗୁରୁତର

 

କେନ୍ଦ୍ରାପଡ଼ା ,୧୦/୦୨/୨୦୨୦ (ଓଡ଼ିଶା ସମାଚାର)-କଟକ – ଚାନ୍ଦବାଲି ରାସ୍ତାର ଦୁହୁରିଆ ନିକଟସ୍ଥ ଓମଫେଡ ସମ୍ମୁଖରେ ଏକ କାର ସହିତ ଅନ୍ୟଏକ ବାଇକର ମୁହାଁମୁହିଁ ଧକ୍କା ହେବା ଫଳରେ ବାଇକରେ ଥିବା ଦୁଇଜଣଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଯାଇଥିବା ବେଳେ ଅନ୍ୟ ଜଣଙ୍କୁ ଗୁରୁତ୍ତର ଅବସ୍ଥାରେ ଜିଲ୍ଲା ମିଖ୍ୟ ଚିକିତ୍ସାଳୟରେ ଭର୍ତି କରାଯାଇଛି । ଉଭୟ ମୃତ ଓ ଗୁରୁତରଙ୍କର ପରିଚୟ ମିଳିନଥିବା ଜଣାପଡିଛି ।  ଓଡ଼ିଶା ସମାଚାର

About admin

Check Also

ସିଆରପିଏଫ ଯବାନଙ୍କ ଆତ୍ମହତ୍ୟା ଉଦ୍ୟମ

ରାୟଗଡ଼ା,୨୫/୦୨/୨୦୨୦(ଓଡ଼ିଶା ସମାଚାର)-ମାନସିକ ଅବସାଦ ଗ୍ରସ୍ତହୋଇ ଜଣେ ସିଆରପିଏଫ ଯବାନ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ସ୍ଥାନୀୟ ସିଆରପିଏଫ ଚତୁର୍ଥ ବାଟାଲିୟନ ରେ …

Leave a Reply

Your email address will not be published. Required fields are marked *