Saturday , November 16 2019
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଭୁବନେଶ୍ୱର ରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ନିଆଁ ଲାଗିବାରୁ ରାୟପୁର ବିମାନ ବନ୍ଦରରେ ଜରୁରୀ ଅବତରଣ – ସମସ୍ତ ଯାତ୍ରୀ ସୁରକ୍ଷିତ

ସଂକ୍ଷେପରେ ତାଜା ଖବର : ଭୁବନେଶ୍ୱର ରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ନିଆଁ ଲାଗିବାରୁ ରାୟପୁର ବିମାନ ବନ୍ଦରରେ ଜରୁରୀ ଅବତରଣ – ସମସ୍ତ ଯାତ୍ରୀ ସୁରକ୍ଷିତ

ଭୁବନେଶ୍ୱର,୦୮/୧୧/୨୦୧୯(ଓଡ଼ିଶା ସମାଚାର)- ଭୁବନେଶ୍ୱର ରୁ ମୁମ୍ବାଇ ଯାଉଥିବା ଏୟାର ଇଣ୍ଡିଆ ବିମାନରେ ନିଆଁ ଲାଗିବାରୁ ରାୟପୁର ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ଏହି ବିମାନରେ ଥିବା ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି । ସମସ୍ତଙ୍କୁ ସୁରକ୍ଷିତ ଭାବେ ବିମାନରୁ କଢ଼ାଯାଇଛି । ତେବେ ନିଆଁ ଲାଗିବାର ନିର୍ଦ୍ଧିଷ୍ଟ କାରଣ ବର୍ତମାନ ସୁଦ୍ଧା ଜଣାପନିନାହିଁ । ଓଡ଼ିଶା ସମାଚାର

About admin

Check Also

ସଂକ୍ଷେପରେ ତାଜା ଖବର : ଶିଳ୍ପପତି ମହିମା ମିଶ୍ରଙ୍କୁ ଜାମିନ୍ ମିଳିଲା

କଟକ ,୧୪/୧୧/୨୦୧୯(ଓଡ଼ିଶା ସମାଚାର)- ଦୀର୍ଘ ଦିନ ପରେ ଶିଳ୍ପପତି ମହିମା ମିଶ୍ରଙ୍କୁ ଜାମିନ୍ ମିଳିଲା । ଗତ ୨୦୧୬ ଅକ୍ଟୋବର …

Leave a Reply

Your email address will not be published. Required fields are marked *