Monday , December 16 2019
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଶିଳ୍ପପତି ମହିମା ମିଶ୍ରଙ୍କୁ ଜାମିନ୍ ମିଳିଲା

ସଂକ୍ଷେପରେ ତାଜା ଖବର : ଶିଳ୍ପପତି ମହିମା ମିଶ୍ରଙ୍କୁ ଜାମିନ୍ ମିଳିଲା

କଟକ ,୧୪/୧୧/୨୦୧୯(ଓଡ଼ିଶା ସମାଚାର)- ଦୀର୍ଘ ଦିନ ପରେ ଶିଳ୍ପପତି ମହିମା ମିଶ୍ରଙ୍କୁ ଜାମିନ୍ ମିଳିଲା । ଗତ ୨୦୧୬ ଅକ୍ଟୋବର ମାସରେ ସିୱେଜ ସିପିଂ ର ଜେନେରାଲ ମ୍ୟାନେଜର ମହେନ୍ଦ୍ର ସ୍ୱାଇଁ ହତ୍ୟା ମାମଲାରେ ତାଙ୍କୁ ଗିରଫ କରାଯାଇଥିଲା । ମାନ୍ୟବର ଓଡ଼ିଶା ହାଇକୋର୍ଟ ତାଙ୍କୁ ଜାମିନ୍ ପ୍ରଦାନ କରିଥିବା ବରିଷ୍ଠ ଆଇନଜିବୀ ଧରଣୀଧର ନାୟକ ସୂଚନା ଦେଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ସଂକ୍ଷେପରେ ତାଜା ଖବର : କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା ଘଟଣାର ପର୍ଦ୍ଦାଫାସ – ହତ୍ୟାକାରୀ ଭାଉଜ ଗିରଫ

ଟାଙ୍ଗୀ,୧୫/୧୨/୨୦୧୯(ଓଡ଼ିଶା ସମାଚାର)- ବାଲୁଗାଁ ଥାନା ଗଙ୍ଗାନଗର ଅଂଚଳରେ ଜଣେ କଲେଜ ଛାତ୍ରୀଙ୍କୁ ଗଳାକାଟି ହତ୍ୟା ଘଟଣାର ପର୍ଦ୍ଦାଫାସ ହୋଇଛି । …

Leave a Reply

Your email address will not be published. Required fields are marked *