Saturday , January 25 2020
Breaking News
Home / ବିଶେଷ / ୬୫ତମ ବନ୍ୟାପ୍ରାଣୀ ଦିବସ ପାଳିତ

୬୫ତମ ବନ୍ୟାପ୍ରାଣୀ ଦିବସ ପାଳିତ

କୋରାପୁଟ, ୦୭/୧୦/୨୦୧୯ (ଓଡ଼ିଶା ସମାଚାର)-କୋରାପୁଟ ଆଂଚଳିକ ବନ୍ୟ ସଂରକ୍ଷକଙ୍କ କାର୍ଯ୍ୟାଳୟ ପରିସରରେ ୬୫ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ ହୋଇଯାଇଛି । ଏହି ଅବସରରେ ଜୟପୁର ବନଖଣ୍ଡ ଅଧିକାରୀ ଅଶ୍ୱନୀ କୁମାର କର ମୁଖ୍ୟଅତିଥି ଭାବେ ଯୋଗଦେଇ ଉଦଘାଟନ କରିଥିଲେ । ବନ୍ୟପା୍ରଣୀଙ୍କ ସୁରକ୍ଷା ନେଇ ସମସ୍ତ ଜନସାଧାରଣ ସଚେତନ ହେବା ଆବଶ୍ୟକ ବୋଲି ସୂଚନା ଦେଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏସିଏଫ ରଞ୍ଜନ କୁମାର ନାଗ, ଏ.ଉମା ମହେଶ ଉପସ୍ଥିତ ରହିଥିଲେ । ଏହି ଅବସରରେ ୬ଜଣ ସାପ ଧରାଳୀଙ୍କୁ ଲାଇସେନ୍ସ ପ୍ରଦାନ କରାଯାଇଛି । ଏସିଏଫ ସୁବାଷ ଚନ୍ଦ୍ର ଖୁଂଟିିଆ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ପି.ସି.ବିଦ୍ୟା ମନ୍ଦିର ୧୯୯୫ ବ୍ୟାଚର ବନ୍ଧୁମିଳନ: ଗୁରୁ ଓ ବରିଷ୍ଠ ନାଗରିକଙ୍କୁ ସମ୍ବର୍ଦ୍ଧନା

ରଘୁନାଥପୁର, ୨୪/୦୧/୨୦୨୦ (ଓଡ଼ିଶା ସମାଚାର)- ରଘୁନାଥପୁର ପୂର୍ଣ୍ଣଚନ୍ଦ୍ର ବିଦ୍ୟା ମନ୍ଦିରର ୧୯୯୫ ବ୍ୟାଚର ବନ୍ଧୁ ମିଳନ ଉତ୍ସବରେ ଶିକ୍ଷକ ଓ …

Leave a Reply

Your email address will not be published. Required fields are marked *