Sunday , June 13 2021
Breaking News
Home / ବିଶେଷ / ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର , ୧୭/୦୮/୨୦୧୯(ଓଡ଼ିଶା ସମାଚାର)-ଅର୍ଜୁନ ପୁରସ୍କାର ପାଇଁ ମନୋନୀତ ହୋଇଥିବା ଓଡିଶାର ପାରା ବ୍ୟାଡମିଂଟନ ଖେଳାଳି ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ପ୍ରମୋଦ ଭଗତଙ୍କୁ ଶୁଭେଚ୍ଛା ଜଣାଇବା ସହ ଆଗାମୀ ଦିନରେ ତାଙ୍କର ସଫଳତା କାମନା କରିଛନ୍ତି ବୋଲି ସାମାଜିକ ଗଣମାଧ୍ୟମରେ ପ୍ରକାଶ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଦଳିତବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ ଅବରୋଧ ଅଭିଯୋଗ

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)-ଜନୈକ ଦଳିତ ସଂପ୍ରଦାୟର ବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ କେତେକ ସବର୍ଣ୍ଣ ସଂପ୍ରଦାୟର ଲୋକ ଅବରୋଧ କରିବା …

Leave a Reply

Your email address will not be published. Required fields are marked *