Wednesday , August 4 2021
Breaking News
Home / ବିଶେଷ / ଆଇନଜୀବୀ ଙ୍କ ମାତୃ ବିୟୋଗ

ଆଇନଜୀବୀ ଙ୍କ ମାତୃ ବିୟୋଗ

ଭୁବନ ୦୫/୦୫/୨୦୨୧(ଓଡ଼ିଶା ସମାଚାର)- ଭୁବନ ଓକିଲ ସଂଘର ପ୍ରତିଷ୍ଠାତା ସଭାପତି ତଥା ବରିଷ୍ଠ ଆଇନଜୀବୀ ସନାତନ ଗୁରୁ ଙ୍କ ମାତା ବଣି ଗୁରୁ ଙ୍କ ଆଜି ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ହୋଇଥିଲା । ଜଣେ ଅତ୍ୟନ୍ତ ଧର୍ନପରାୟଣା ମହିଳା ଭାବେ ବେଶ୍ ପରିଚିତ ଥିବା ସ୍ୱର୍ଗତା ଗୁରୁ ଙ୍କ ବିୟୋଗରେ ସ୍ଥାନୀୟ ଅଂଚଳରେ ଗଭୀର ଶୋକର ଛାୟା ଖେଳିଯାଇଛି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ରାସ୍ତା ଦୁର୍ଘଟଣା : ମୃତ ଶ୍ରମିକଙ୍କ ଶବ ରଖି ଜଗତସିଂହପୁର ଜିଲ୍ଲାରେ କ୍ଷତି ପୂରଣ ଦାବି କେତେ ଯୁକ୍ତିଯୁକ୍ତ

ପାରାଦୀପ ୦୩/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ଜୁଲାଇ ଦୁଇ ତାରିଖ ସକାଳେ କେନ୍ଦ୍ରପଡା ଜିଲ୍ଲାର ମାର୍ଶାଘାଇ ଥାନା ଅନ୍ତର୍ଗତ ନୂଆଗାଁ ର …

Leave a Reply

Your email address will not be published. Required fields are marked *