Saturday , July 31 2021
Breaking News
Home / ବିଶେଷ / ଆଜି ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା – ମନ୍ତ୍ରୀ ମଣ୍ଡଳରୁ ପ୍ରତାପ ଷଢ଼ଙ୍ଗୀ ଙ୍କ ଇସ୍ତଫା ନେଇ ଚର୍ଚ୍ଚା

ଆଜି ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା – ମନ୍ତ୍ରୀ ମଣ୍ଡଳରୁ ପ୍ରତାପ ଷଢ଼ଙ୍ଗୀ ଙ୍କ ଇସ୍ତଫା ନେଇ ଚର୍ଚ୍ଚା

ଭୁବନେଶ୍ୱର,୦୭/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ମଣ୍ଡଳ ସମ୍ପ୍ରସାରଣ ହେବାର ସମ୍ଭାବନା ରହିଛି । କିଛି ମନ୍ତ୍ରୀ ମଣ୍ଡଳରୁ ବାଦ ପଡ଼ିବା ଓ କିଛି ନୂଆ ସାମିଲ ହେବା ନେଇ ଚର୍ଚ୍ଚା ଚାଲିଥିବାବେଳେ ଓଡ଼ିଶା ର କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଢ଼ଙ୍ଗୀ ମନ୍ତ୍ରୀ ମଣ୍ଡଳରୁ ଇସ୍ତଫା ଦେଇଥିବାନେଇ ବିଭିନ୍ନ ଗଣମାଧ୍ୟମରେ ଖବର ପ୍ରସାରିତ ହୋଇଛି । କିଏ ନୂଆ ମନ୍ତ୍ରୀ ହେଲେ , କିଏ ବାଦ ପଡ଼ିଲେ ତାହା ସନ୍ଧ୍ୟା ବେଳକୁ ଜଣାପଡ଼ିବ । ଓଡ଼ିଶା ସମାଚାର

About admin

Check Also

ବିଭିନ୍ନ ରାସ୍ତା ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ସାଂସଦ ଓ ବିଧାୟକ

ପରଜଙ୍ଗ, ୩୧/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି ଓଡିଶା ସରକାରଙ୍କ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ର ସାଆନ୍ଦା …

Leave a Reply

Your email address will not be published. Required fields are marked *