Monday , June 14 2021
Breaking News
Home / ବିଶେଷ / ଆସନ୍ତା ଜାନୁଆରୀମାସ ୩ତାରିଖରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ସାଧାରଣ ଦର୍ଶନ ପାଇଁ ଖୋଲିବ – ଜିଲ୍ଲାପାଳ

ଆସନ୍ତା ଜାନୁଆରୀମାସ ୩ତାରିଖରେ ଶ୍ରୀବଳଦେବଜୀଉଙ୍କ ମନ୍ଦିର ସାଧାରଣ ଦର୍ଶନ ପାଇଁ ଖୋଲିବ – ଜିଲ୍ଲାପାଳ

କେନ୍ଦ୍ରାପଡା, ୧୬/୧୨/୨୦୨୦(ଓଡ଼ିଶା ସମାଚାର)- ଆସନ୍ତା ଜାନୁଆରୀମାସ ୩ତାରିଖ ଠାରୁ ଇଛାପୁରସ୍ଥିତ ଶ୍ରୀବଳଦେବଜୀଉଙ୍କ ମନ୍ଦିର ସାଧାରଣ ଭକ୍ତଙ୍କ ଦର୍ଶନ ପାଇଁ ଖୋଲିବ ବୋଲି ଜିଲ୍ଲାପାଳ ସମର୍ଥ ବର୍ମା ଆଜି ସୂଚନା ଦେଇଛନ୍ତି । କିନ୍ତୁ କୋଭିଡ ନିୟମକୁ ଅନୁପାଳନ ପୂର୍ବକ ବର୍ତମାନ ଦିନକୁ କେବଳ ଏକଶହ ଜଣ ଭକ୍ତ ମନ୍ଦିର ଭିତରକୁ ପ୍ରବେଶ କରିପାରିବେ ବୋଲି ଶ୍ରୀ ବର୍ମା କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

ମାଓ ସଂଗଠନକୁ ସାହାଯ୍ୟ କରୁଥିବା ଅଭିଯୋଗ ରେ ଜଣେ ଗିରଫ

  କନ୍ଧମାଳ, ୧୩/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଅଞ୍ଚଳରେ ସକ୍ରିୟ ମାଓ ସଂଗଠନକୁ ସହଯୋଗ …

Leave a Reply

Your email address will not be published. Required fields are marked *