Sunday , June 20 2021
Breaking News
Home / ବିଶେଷ / ଓଡ଼ିଶା ସୂଚନା କମିଶନର ଭାବେ ବାଳକୃଷ୍ଣ ମହାପାତ୍ର ଙ୍କ ଶପଥ ଗ୍ରହଣ

ଓଡ଼ିଶା ସୂଚନା କମିଶନର ଭାବେ ବାଳକୃଷ୍ଣ ମହାପାତ୍ର ଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର ,୩୦/୦୮/୨୦୧୯(ଓଡ଼ିଶା ସମାଚାର)- ବାଳକୃଷ୍ଣ ମହାପାତ୍ର ଓଡ଼ିଶା ସୂଚନା କମିଶନର ଭାବେ ଶପଥ ଗ୍ରହଣ କରିଛନ୍ତି । ରାଜ୍ୟପାଳ ପ୍ରଫେସର ଗଣେଶି ଲାଲ ଶ୍ରୀ ମହାପାତ୍ରଙ୍କୁ ଏହି ଶପଥ ପାଠ କରାଇଛନ୍ତି ।  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ,ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ,ବିରୋଧିଦଳ ନେତା ପ୍ରଦୀପ୍ତ ନାୟକ ରାଜଭବନରେ ଅନୁଷ୍ଠିତ ଏହି ଶପଥ ଗ୍ରହଣ ବେଳେ ଉପସ୍ଥିତ ଥିଲେ । ଓଡ଼ିଶା ସମାଚାର

About admin

Check Also

କରୋନା କାହାଣୀ : ସ୍ୱାମୀର ମୃତ୍ୟୁ ଖବର ପାଇ ସ୍ତ୍ରୀର ଆତ୍ମହତ୍ୟା ଉଦ୍ୟମ , ଗ୍ରାମବାସୀଙ୍କ ଦ୍ୱାରା ଉଦ୍ଧାର

ଗରଦପୁର,୨୦/୬/୨୦୨୧(ଓଡ଼ିଶା ସମାଚାର)- ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡ଼ା ପଂଚାୟତରେ ଗତ ଦୁଇ ଦିନ ମଧ୍ୟରେ ଦୁଇଟି କରୋନା ମୃତ୍ୟୁ ଘଟିଛି …

Leave a Reply

Your email address will not be published. Required fields are marked *