Wednesday , June 16 2021
Breaking News
Home / ବିଶେଷ / କଂସାର ପଂଚାୟତର ରାମ ମନ୍ଦିର ନିକଟରେ ଥଣ୍ଡାପାନୀୟ ଜଳ ବ୍ୟବସ୍ଥା ଉଦଘାଟିତ

କଂସାର ପଂଚାୟତର ରାମ ମନ୍ଦିର ନିକଟରେ ଥଣ୍ଡାପାନୀୟ ଜଳ ବ୍ୟବସ୍ଥା ଉଦଘାଟିତ

କେନ୍ଦ୍ରାପଡା, ୯/୦୨/୨୦୨୧ (ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ କଂସାର ଗ୍ରାମପଂଚାୟତର ରାମ ମନ୍ଦିର ନିକଟରେ ଏକ ଥଣ୍ଡା ପାନୀୟ ଜଳ ବ୍ୟବସ୍ଥା ଉଦଘାଟିତ ହୋଇଯାଇଛି । ପଂଚାୟତ ସରପଂଚ ପ୍ରଦୁ୍ୟମ୍ନ କୁମାର ଜେନା ଏହି ପ୍ରକଳ୍ପର ଉଦଘାଟନ କରିଛନ୍ତି । ୮୦ହଜାର ଟଙ୍କା ବ୍ୟୟ ଅଟ୍ଟକଳରେ ଏହି ପ୍ରକଳ୍ପ ନିର୍ମାଣ କରାଯାଇଥିବା ସରପଂଚ ଶ୍ରୀ ଜେନା ସୂଚନା ଦେଇଛନ୍ତି । ଏହାଦ୍ୱାରା ମନ୍ଦିରକୁ ଆସୁଥିବା ଶ୍ରଦ୍ଧାଳୁ ଓ ଭକ୍ତମାନେ ଖରାଦିନେ ଶୁଦ୍ଧ ତଥା ଥଣ୍ଡା  ପାନୀୟ ଜଳ ବ୍ୟବହାର କରିପାରିବେ ।  ଓଡ଼ିଶା ସମାଚାର

About admin

Check Also

ଗଲୱାନ  ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ

କେନ୍ଦ୍ରାପଡ଼ା,୧୫/୦୬/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାର ଅଗ୍ରଣୀ ସାମାଜିକ ଅନୁଷ୍ଠାନ ରଷ୍ଟ୍ର ନିର୍ମାଣ ଅଭିଯାନ ପକ୍ଷରୁ ଗଲଓା୍ୱନ ଘାଟିରେ ଶହୀଦ ହୋଇଥିବା ଯବାନଙ୍କୁ …

Leave a Reply

Your email address will not be published. Required fields are marked *