Saturday , June 19 2021
Breaking News
Home / ସ୍ୱାସ୍ଥ୍ୟ / କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ

କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୪/୦୪/୨୦୨୧(ଓଡ଼ିଶା ସମାଚାର)- କରୋନା ଆକ୍ରାନ୍ତ ଜଣେ ମହିଳାଙ୍କ ର ମୃତ୍ୟୁ ହୋଇଛି । ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ ଖୋର୍ଦ୍ଧା ଜିଲାର ଜଣେ କରୋନା ଆକ୍ରାନ୍ତ ୨୯ ବର୍ଷ ବୟସ୍କ ମହିଳା ଙ୍କର ମୃତ୍ୟୁ ହୋଇଛି । ତାଙ୍କର ଅନ୍ୟ ଜଟିଳ ସମସ୍ୟା ଥିଲା । ଏହି ମହିଳାଙ୍କର ମୃତ୍ୟୁକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୨ କୁ ବୃଦ୍ଧି ପାଇଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତଙ୍କର ଅନ୍ୟ ରୋଗରେ ମୃତ୍ୟୁ ହୋଇଛି । ଓଡ଼ିଶା ସମାଚାର

About admin

Check Also

୩୫୩୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୬/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୩୫୩୫ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *