Tuesday , August 3 2021
Breaking News
Home / ବିଶେଷ / କରୋନା ରେ ମହିଳାଙ୍କର ମୃତ୍ୟୁ

କରୋନା ରେ ମହିଳାଙ୍କର ମୃତ୍ୟୁ

ଗରଦପୁର, ୧୯/୦୬/୨୦୨୧(ଓଡ଼ିଶା ସମାଚାର)- କରୋନା ମହାମାରୀ ର ୨ୟ ଲହରୀ ରେ ଗରଦପୁର ବ୍ଲକ୍ ଅନ୍ତର୍ଗତ ତେଣ୍ଡାକୁଡ଼ା ପଂଚାୟ ରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ସୂଚନା । କଟକ ଜଗତପୁରସ୍ଥିତ ସଦଗୁରୁ କୋଭିଡ଼ ହସପିଟାଲ ରେ ଚିକିତ୍ସାଧିନ ଥିବାବେଳେ ଶୁକ୍ରବାର ତାଙ୍କର ମୃତ୍ୟୁ ହୋଇଛି । କୋଭିଡ଼ କଟକଣା ମଧ୍ୟରେ ତାଙ୍କ ସ୍ୱାମୀଙ୍କ ଉପସ୍ଥିତିରେ ଦରଘାବଜାର କଦମ ରସୁଲ ଠାରେ ତାଙ୍କର ଶବ ସତକାର କରାଯାଇଛି ।  ଓଡ଼ିଶା ସମାଚାର

About admin

Check Also

ମାନବାଧିକାର କମିଶନଙ୍କୁ ଦାବିପତ୍ର ଦେଲେ  ଆକ୍ରମଣର ଶିକାର ଆନ୍ଦୋଳନକାରୀ

ଭୁବନେଶ୍ୱର,୦୨/୦୮/୨୦୨୧(ଓଡ଼ିଶା ସମାଚାର)-ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର ବିଭିନ୍ନ ପଂଚାୟତରେ ମନରେଗା ଯୋଜନାରେ  ହୋଇଥିବା ଅର୍ଥ ବାଟମାରଣା, ତୋଷାରପାତ ଓ ବ୍ୟାପକ …

Leave a Reply

Your email address will not be published. Required fields are marked *