Sunday , June 13 2021
Breaking News
Home / ବିଶେଷ / କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜାପାନର ରାଷ୍ଟ୍ରଦୂତ ଏଚ୍.ଇ କେନଜି ହୀରାମତସୁଙ୍କ ମଧ୍ୟରେ ଆଲୋଚନା

 

ଇସ୍ପାତ ଉତ୍ପାଦନ, ପାରମ୍ପରିକ ଓ ଅଣପାରମ୍ପରିକ ଏବଂ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଦୁଇ ଦେଶର ସମ୍ପର୍କକୁ ମଜବୁତ କରିବା ଉପରେ ଗୁରୁତ୍ୱ

ନୂଆଦିଲ୍ଲୀ/ଭୁବନେଶ୍ୱର, ୨୭/୦୮/୨୦୧୯(ଓଡ଼ିଶା ସମାଚାର)- କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଜାପାନର ରାଷ୍ଟ୍ରଦୂତ ଏଚ.ଇ କେନଜି ହୀରାମାତସୁଙ୍କୁ ସାକ୍ଷାତ କରି ବିଭିନ୍ନ ବିଷୟରେ ଆଲୋଚନା କରିଛନ୍ତି । ଏହି ଅବସରରେ ଉଭୟେ ଇସ୍ପାତ ଉତ୍ପାଦନ, ପାରମ୍ପରିକ ଏବଂ ଅଣ-ପାରମ୍ପରିକ ଓ ନବୀକରଣ ଉର୍ଜା ସମ୍ବଳ କ୍ଷେତ୍ରରେ ଭାରତ ଓ ଜାପାନର ସମ୍ପର୍କକୁ ମଜବୁତ କରିବା ପାଇଁ ଆଲୋଚନା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ଦଳିତବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ ଅବରୋଧ ଅଭିଯୋଗ

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)-ଜନୈକ ଦଳିତ ସଂପ୍ରଦାୟର ବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ କେତେକ ସବର୍ଣ୍ଣ ସଂପ୍ରଦାୟର ଲୋକ ଅବରୋଧ କରିବା …

Leave a Reply

Your email address will not be published. Required fields are marked *