Monday , June 14 2021
Breaking News
Home / ବିଶେଷ / କେନ୍ଦ୍ରାପଡାରେ ନୂତନ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ଯୋଗଦାନ

କେନ୍ଦ୍ରାପଡାରେ ନୂତନ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀଙ୍କ ଯୋଗଦାନ

କେନ୍ଦ୍ରାପଡା ୧୮/୦୭/୨୦୧୯ (ଓଡ଼ିଶା ସମାଚାର)-ଜିଲ୍ଲାରେ ନୂତନ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ(ଡିଏସଏସଓ) ଭାବେ ଉଦୟନାଥ ଜେନା ସୋମବାର ପୂର୍ବାହ୍ନରେ ଯୋଗଦେଇଥିବା ଜଣାପଡିଛି । ଶ୍ରୀ ଜେନା ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ତଥା ଭାରପ୍ରାପ୍ତ  ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ପ୍ରଭାସ ଚନ୍ଦ୍ର ଦାସଙ୍କ ଠାରୁ ଦାୟିତ୍ୱ ଗ୍ରହଣ କରିଛନ୍ତି । ଶ୍ରୀ ଜେନା ଏଥି ପୂର୍ବରୁ ଖୋର୍ଦ୍ଧାରେ ଉପଖଣ୍ଡ ସାମାଜିକ ସୁରକ୍ଷା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ପଦୋନ୍ନତି ପାଇବା ପରେ ତାଙ୍କୁ କେନ୍ଦ୍ରାପଡା ଜିଲ୍ଲାକୁ ବଦଳି କରାଯାଇଥିଲା । ଓଡ଼ିଶା ସମାଚାର

About admin

Check Also

ମାଓ ସଂଗଠନକୁ ସାହାଯ୍ୟ କରୁଥିବା ଅଭିଯୋଗ ରେ ଜଣେ ଗିରଫ

  କନ୍ଧମାଳ, ୧୩/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ଗୋଚ୍ଛାପଡା ଅଞ୍ଚଳରେ ସକ୍ରିୟ ମାଓ ସଂଗଠନକୁ ସହଯୋଗ …

Leave a Reply

Your email address will not be published. Required fields are marked *