Friday , June 18 2021
Breaking News
Home / ବିଶେଷ / କେନ୍ଦ୍ରାପଡାର ପୋଲିସ କନେଷ୍ଟବଳ ଅଭିଜିତ ଦାସ ଡିଜିପି ଡିସ ପୁରସ୍କାର ପାଇଲେ

କେନ୍ଦ୍ରାପଡାର ପୋଲିସ କନେଷ୍ଟବଳ ଅଭିଜିତ ଦାସ ଡିଜିପି ଡିସ ପୁରସ୍କାର ପାଇଲେ

କେନ୍ଦ୍ରାପଡା,୦୨/୦୪/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡାର ପୋଲିସ କନେଷ୍ଟବଳ ଅଭିଜିତ ଦାସଙ୍କୁ କେନ୍ଦ୍ରାପଡା ଜିଲ୍ଲାରେ ତାଙ୍କର ଉଲ୍ଲେଖନୀୟ ସେବା ପାଇଁ ପୋଲିସ ମହାନିର୍ଦେଶକ ଅଭୟ ରାଜ୍ୟ ପୋଲିସ ପ୍ରତିଷ୍ଠା ଦିବସ ଅବସରରେ ଡିଜିପି ଡିସ ପୁରସ୍କାର ପ୍ରଦାନ କରିଥିବା ଜଣାପଡିଛି । କନେଷ୍ଟବଳ ଶ୍ରୀ ଦାସ ଜଣେ ଦକ୍ଷ ଓ କର୍ମଠ ପୋଲିସ କର୍ମଚାରୀ ଭାବରେ ବିଭାଗ ପକ୍ଷରୁ ବିଭିନ୍ନ ସମୟରେ ପୁରସ୍କୃତ ହୋଇଥିବା ସୂଚନା ମିଳିଛି । ଓଡ଼ିଶା ସମାଚାର

About admin

Check Also

ମଧ୍ୟବିତଙ୍କୁ ମହଙ୍ଗା ମାଡ -ଦରବୃଦ୍ଧି ନିୟନ୍ତ୍ରଣ ପାଇଁ ସ୍ୱତନ୍ତ୍ର ଟାସ୍କ ଫୋର୍ସ ଗଠନ ଦାବି

କେନ୍ଦ୍ରାପଡ଼ା, ୧୭/୦୬/୨୦୨୧(ଓଡ଼ିଶା ସମାଚାର)-ମହାମରୀର ଦୁର୍ବିସହ ସମୟରେ ଖାଉଟି ସାମଗ୍ରୀର ଅତ୍ୟଧିକ ମୂଲ୍ୟ ବୃଦ୍ଧିକୁ ରାଷ୍ଟ୍ରୀୟ ମଧ୍ୟବିତ ପରିବାର ମହାସଂଘ ପକ୍ଷରୁ …

Leave a Reply

Your email address will not be published. Required fields are marked *