Wednesday , August 4 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲାରେ ଆଜି ୬୨କରୋନା ପଜିଟିଭ

କେନ୍ଦ୍ରାପଡା ଜିଲାରେ ଆଜି ୬୨କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୧୧/୦୭/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ରବିବାର ୬୨ ଜଣ କରୋନା ପଜିଟିଭ ବାହାରିଥିବା  ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୨ଜଣ  କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶ ବ୍ଲକରେ ୧୪, ଗରଦପୁର ବ୍ଲକରେ ୪ଜଣ,  କେନ୍ଦ୍ରାପଡା ବ୍ଲକରେ ୨୦, ମହାକାଳପଡା ବ୍ଲକରେ ୩, ମାର୍ଶାଘାଇ ବ୍ଲକର ୪ଜଣ , ପଟ୍ଟାମୁଣ୍ଡାଇ ବ୍ଲକରେ ୮, ରାଜକନିକା ବ୍ଲକରେ ୫, ରାଜନଗର ବ୍ଲକରେ ଜଣେ ଓ କେନ୍ଦ୍ରାପଡା ପୈାରାଂଚଳର ଜଣେ  କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ , ୬୭ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୦୨/୦୮/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ୧୦୩୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । …

Leave a Reply

Your email address will not be published. Required fields are marked *