Wednesday , June 23 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୬୨କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୬୨କରୋନା ପଜିଟିଭ

କେନ୍ଦ୍ରାପଡ଼ା,୧୮/୦୫/୨୦୨୧(ଓଡ଼ିଶା ସମାଚାର)-କେନ୍ଦ୍ରାପଡା ଜିଲ୍ଲାରେ ମଙ୍ଗଳବାର୧୬୨ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୯ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୨୫,  ଗରଦପୁର ବ୍ଲକରେ ୩, କେନ୍ଦ୍ରାପଡା ବ୍ଲକରେ ୨୪, ମହାକାଳପଡା ବ୍ଲକରେ ୧୧, ମାର୍ଶାଘାଇ ବ୍ଲକରେ ୧୯ , ପଟ୍ଟାମୁଣ୍ଡାଇ ବ୍ଲକରେ ୨୩, ରାଜକନିକା ବ୍ଲକରେ ୯, ରାଜନଗର ବ୍ଲକରେ ୧୯ ଏବଂ  କେନ୍ଦ୍ରାପଡା ପୌରାଂଚଳରେ ୧୭ ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।  ଜିଲ୍ଲାରେ ଧିରେ ଧିରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ  କୋଭିଡ କଟକଣାକୁ ଆହୁରି କଡାକଡି କରାଯିବାର ଆବଶ୍ୟକତା ରହିଛି । ଓଡ଼ିଶା ସମାଚାର

About admin

Check Also

ପାରାଦ୍ୱୀପ ବନ୍ଦର ଚିକିତ୍ସାଳୟରେ ପୃଥକ ଶ୍ୱାସକି୍ରୟା ସଂକ୍ରମଣ ୱାର୍ଡର ଭୁମିପୂଜନ

ପାରାଦ୍ୱୀପ ୨୦/୦୬/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କୋଭିଡ୍-୧୯ ଦ୍ୱିତୀୟ ତରଙ୍ଗ ଦୃଷ୍ଟିରୁ କରୋନା ସଂକ୍ରମିତ ରୋଗିଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବା ଲକ୍ଷ୍ୟ …

Leave a Reply

Your email address will not be published. Required fields are marked *