Monday , June 21 2021
Breaking News
Home / ସ୍ୱାସ୍ଥ୍ୟ / କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୯୫କରୋନା ପଜିଟିଭ

କେନ୍ଦ୍ରାପଡା ଜିଲ୍ଲାରେ ଆଜି ୧୯୫କରୋନା ପଜିଟିଭ

କେନ୍ଦ୍ରାପଡ଼ା, ୨୧/୦୫/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ଜିଲ୍ଲାରେ ଶୁକ୍ରବାର ୧୯୫ ଜଣ କରୋନା ପଜିଟିଭ ବାହାରିଥିବା ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ସେଥିମଧ୍ୟରୁ   ଆଳି ବ୍ଲକରେ ୨୭ଟି କରୋନା ପଜିଟିଭ କେଶ ବାହାରିଥିବା ବେଳେ ଡେରାବିଶି ବ୍ଲକରେ ୨୫,  ଗରଦପୁର ବ୍ଲକରେ ୧୦, କେନ୍ଦ୍ରାପଡା ବ୍ଲକରେ ୨୮, ମହାକାଳପଡା ବ୍ଲକରେ ୧୩, ମାର୍ଶାଘାଇ ବ୍ଲକରେ ୩୮ , ପଟ୍ଟାମୁଣ୍ଡାଇ ବ୍ଲକରେ ୧୫, ରାଜକନିକା ବ୍ଲକରେ ୭, ରାଜନଗର ବ୍ଲକରେ ୨୩ ଏବଂ  କେନ୍ଦ୍ରାପଡା ପୌରାଂଚଳରେ ୯ ଜଣ କରୋନା ପଜିଟିଭ ବାହାରିଥିବା ସୂଚନା ଦିଆଯାଇଛି ।  ଜିଲ୍ଲାରେ ଧିରେ ଧିରେ କରୋନା ପଜିଟିଭ ସଂଖ୍ୟା ବୃଦ୍ଧି ପାଉଥିବାରୁ  କୋଭିଡ କଟକଣାକୁ ଆହୁରି କଡାକଡି  କରାଯିବାର ଆବଶ୍ୟକତା ରହିଛି । ଓଡ଼ିଶା ସମାଚାର

About admin

Check Also

ପ୍ରତ୍ୟେକ ଦିନ ୩ ଲକ୍ଷ ଟିକାକରଣ ହେବ

ଭୁବନେଶ୍ୱର,୨୦/୦୬/୨୦୨୧(ଓଡ଼ିଶା ସମାଚାର)- ସୋମବାରଠୁ କ୍ୟାମ୍ପେନ ମୋଡ଼ରେ କେନ୍ଦ୍ର ସରକାରଙ୍କ ନୂଆ ଟିକା ନୀତି ଅନୁଯାୟୀ ଟିକାକରଣ ହେବ। ପ୍ରତ୍ୟେକ ଦିନ …

Leave a Reply

Your email address will not be published. Required fields are marked *