Wednesday , August 4 2021
Breaking News
Home / ବିଶେଷ / କୋଭିଡ ନିୟମ ଉଲ୍ଲଙ୍ଘନ ଯୋଗୁଁ ଟାଉନ ପୋଲିସ ପକ୍ଷରୁ ୨୦ହଜାର ଜୋରିମାନା ଆଦାୟ

କୋଭିଡ ନିୟମ ଉଲ୍ଲଙ୍ଘନ ଯୋଗୁଁ ଟାଉନ ପୋଲିସ ପକ୍ଷରୁ ୨୦ହଜାର ଜୋରିମାନା ଆଦାୟ

କେନ୍ଦ୍ରାପଡ଼ା, ୨୦/୦୫/୨୦୨୧(ଓଡ଼ିଶା ସମାଚାର)- କୋଭିଡ ନିୟମ ଉଲ୍ଲଙ୍ଘନକାରୀଙ୍କ ଠାରୁ କେନ୍ଦ୍ରାପଡା ଟାଉନ ଥାନା ପୋଲିସ ଗତ ୩ଦିନ ମଧ୍ୟରେ ପ୍ରାୟ ୨୦ ହଜାର ଟଙ୍କା ଜୋରିମାନା ଆଦାୟ କରିଥିବା ସୂଚନା ମିଳିଛି । ଟାଉନ ଥାନା ସବଇନସପେକ୍ଟର ଅନ୍ତର୍ଯ୍ୟାମୀ ବିଶ୍ୱାଳ, ସବଇନସପେକ୍ଟର ସୌମ୍ୟରଞ୍ଜନ ଜାଲି ପ୍ରମୁଖ ସହରର ବିଭିନ୍ନ ସ୍ଥାନରେ ଚେକିଂ କରିବା ସହ ବିନା ମାସ୍କ ପରିଧାନ, ବିନା ସାମାଜିକ ଦୂରତା ରକ୍ଷା ପ୍ରଭୃତି କାରଣରୁ ବାଇକ ଚାଳକ, ପଥଚାରୀ ଓ  ବିଭିନ୍ନ ଦୋକାନୀମାନଙ୍କ ଠାରୁ ଏହି ଜୋରିମାନା ଆଦାୟ କରିଥିବା ଟାଉନ ଥାନାର ଭାରପ୍ରାପ୍ତ ଇନସପେକ୍ଟର ଜ୍ୟୋତିରଞ୍ଜନ ସାମନ୍ତରାୟଙ୍କ ଠାରୁ ସୂଚନା ମିଳିଛି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ରାସ୍ତା ଦୁର୍ଘଟଣା : ମୃତ ଶ୍ରମିକଙ୍କ ଶବ ରଖି ଜଗତସିଂହପୁର ଜିଲ୍ଲାରେ କ୍ଷତି ପୂରଣ ଦାବି କେତେ ଯୁକ୍ତିଯୁକ୍ତ

ପାରାଦୀପ ୦୩/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ଜୁଲାଇ ଦୁଇ ତାରିଖ ସକାଳେ କେନ୍ଦ୍ରପଡା ଜିଲ୍ଲାର ମାର୍ଶାଘାଇ ଥାନା ଅନ୍ତର୍ଗତ ନୂଆଗାଁ ର …

Leave a Reply

Your email address will not be published. Required fields are marked *