Wednesday , June 23 2021
Breaking News
Home / ବିଶେଷ / କ୍ୱାରସମର ସଫଳ ପରୀକ୍ଷଣ

କ୍ୱାରସମର ସଫଳ ପରୀକ୍ଷଣ

ବାଲେଶ୍ୱର ୦୫/୦୮/୨୦୧୯ ( ଓଡ଼ିଶା ସମାଚାର)-: ବାଲେଶ୍ୱରର ଚାନ୍ଦିପୁରସ୍ଥିତ କ୍ଷେପଣାସ୍ତ୍ର ଘାଟିରୁ କ୍ୱାରସମର ସଫଳ ପରୀକ୍ଷଣ ହୋଇଛି। ରବିବାର ପୂର୍ବାହ୍ନ ୧୧ଟା ୫ରେ ଏହି ପରୀକ୍ଷଣ କରାଯାଇଛି। ଏହୀ କ୍ଷେପଣାସ୍ତ୍ରର ଲକ୍ଷ୍ୟଭେଦ କ୍ଷମତା ୩୦ କିଲୋମିଟର। ଏହା ଭୂପୃଷ୍ଠରୁ ଆକାଶକୁ କ୍ଷେପଣ କରାଯାଇପାରିବ। ୨୦୧୬ ଫେବୃୟାରୀ ୨୬ ଏବଂ ୨୦୧୭ ଜୁନ୍‌ ୪ରେ ଏହାର ସଫଳ ପରୀକ୍ଷଣ ହୋଇଥିଲା। ତୃତୀୟ ଥର ପାଇଁ ଏହି କ୍ଷେପଣାସ୍ତ୍ରର ପରୀକ୍ଷଣ ସଫଳ ହୋଇଥିବା  ଡିଆର୍‌ଡିଓ ପକ୍ଷରୁ ସୂଚନା ଦିଆଯାଇଛି। ଓଡ଼ିଶା ସମାଚାର

About admin

Check Also

ନାବାଳକଙ୍କୁ କେରଳ ନେବାକୁ ବାରଣ କରିବାରୁ ସରପଞ୍ଚଙ୍କୁ ମାଡ଼ ଅଭିଯୋଗ :ଥାନାରେ ଏତଲା 

ବାଲିଗୁଡ଼ା, ୨୨/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର  ପାଣିଗ୍ରାହୀ):ନାବାଳକ ଙ୍କୁଦାଦନ ଶ୍ରମିକରେ ଖଟାଇବା ପାଇଁ କେରଳ ନେବାକୁ ବିରୋଧ କରିବାରୁ ସରପଞ୍ଚଙ୍କୁ …

Leave a Reply

Your email address will not be published. Required fields are marked *