Wednesday , August 4 2021
Breaking News
Home / ବିଶେଷ / ଖବରକାଗଜ ବିତରକଙ୍କ ମାତୃ ବିୟୋଗ

ଖବରକାଗଜ ବିତରକଙ୍କ ମାତୃ ବିୟୋଗ

କେନ୍ଦ୍ରାପଡ଼ା,୨୨/୦୭/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ସଦର ଥାନା ଅନ୍ତର୍ଗତ ଜମଧର ଗ୍ରାମପଂଚାୟତର ବଡଗାଁ ଗ୍ରାମର ଖବରକାଗଜ ବିତରକ ଡମ୍ବରୁଧର ସାହୁଙ୍କ ମା ତଥା ସ୍ୱର୍ଗତ ମଥୁରାନନ୍ଦ ସାହୁଙ୍କ ଧର୍ମପତ୍ନୀ ନୟନା ସାହୁଙ୍କର ୮୭ବର୍ଷ ବୟସରେ ପରଲୋକ ହୋଇଯାଇଛି । ସେ ଜଣେ ଧର୍ମ ପରାୟଣା ଓ ପରୋପକାରୀ ମହିଳା ଥିଲେ । ଗ୍ରାମ୍ୟ ଶ୍ମସାନରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଓଡ଼ିଶା ସମାଚାର

About admin

Check Also

କେନ୍ଦ୍ରାପଡା ଜିଲ୍ଲାରେ ରାସ୍ତା ଦୁର୍ଘଟଣା : ମୃତ ଶ୍ରମିକଙ୍କ ଶବ ରଖି ଜଗତସିଂହପୁର ଜିଲ୍ଲାରେ କ୍ଷତି ପୂରଣ ଦାବି କେତେ ଯୁକ୍ତିଯୁକ୍ତ

ପାରାଦୀପ ୦୩/୦୮/୨୦୨୧(ଓଡ଼ିଶା ସମାଚାର)- ଗତ ଜୁଲାଇ ଦୁଇ ତାରିଖ ସକାଳେ କେନ୍ଦ୍ରପଡା ଜିଲ୍ଲାର ମାର୍ଶାଘାଇ ଥାନା ଅନ୍ତର୍ଗତ ନୂଆଗାଁ ର …

Leave a Reply

Your email address will not be published. Required fields are marked *