Wednesday , June 16 2021
Breaking News
Home / ତାଜା ଖବର / ଖବର ଏବେ ଏବେ : ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀଙ୍କ ର ୪ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି

ଖବର ଏବେ ଏବେ : ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀଙ୍କ ର ୪ ଟି ସ୍ଥାନରେ ଭିଜିଲାନ୍ସ ଚଢ଼ାଉ ଜାରି

ରଘୁନାଥପୁର,୨୬/୦୬/୨୦୧୯ (ଓଡ଼ିଶା ସମାଚାର)- ଆୟ ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ତ୍ରିବିକ୍ରମ ସାମନ୍ତରାୟଙ୍କ ର ୪ ଟି ସ୍ଥାନରେ ଏକକାଳୀନ ଭିଜିଲାନ୍ସ ଚଢ଼ାଉ ଜାରି ରଖିଛି । ମିଳିଥିବା ତାଜା ସୂଚନା ଅନୁସାରେ ରଘୁନାଥପୁର ବ୍ଲକ୍ କନିଷ୍ଠ ଯନ୍ତ୍ରୀ ଶ୍ରୀ ସାମନ୍ତରାୟଙ୍କ ଜଗତସିଂହପୁର ଜିଲା ର ବଡ଼ବାଳିକଣି , ହଂସୁରା, ରଘୁନାଥପୁର ବ୍ଲକ୍ ଓ ତାରପୁର ଠାରେ ଥିବା ତାଙ୍କ ପୈତୃକ ଘର, ଶ୍ୱଶୁର ଘର, ସରକାରୀ କାର୍ଯ୍ୟାଳୟ ଆଦି ଚାରୋଟି ସ୍ଥାନରେ ଏକ କାଳୀନ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ ଜାରି ରଖିଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା …

Leave a Reply

Your email address will not be published. Required fields are marked *