Wednesday , June 16 2021
Breaking News
Home / ତାଜା ଖବର / ଖବର ଏବେ ଏବେ : ଗୁଳି ମାଡ଼ରେ ଯୁବକ ଗୁରୁତର ଆହତ

ଖବର ଏବେ ଏବେ : ଗୁଳି ମାଡ଼ରେ ଯୁବକ ଗୁରୁତର ଆହତ

ପୁରୀ, ୨୯/୦୬/୨୦୧୯ (ଓଡ଼ିଶା ସମାଚାର)- ଗୁଳି ମାଡ଼ରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ତାଜା ସୂଚନା ଅନୁସାରେ ପୁରୀ ବଳିଆପଣ୍ଡା ଗୌରବାଡ଼ି ରେ ସୁକାନ୍ତ କୁମାର ସାହୁ ନାମକ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ସୁକାନ୍ତ ଙ୍କ କାମୁଣ୍ଡାରେ ଗୁଳି ବାଜିଛି । ପ୍ରଥମେ ପୁରୀ ଜିଲା ହସପିଟାଲ ଓ ପରେ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଛି । ପୂର୍ବ  ଶତୃତାରୁ ଏହି ଗୁଳିକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି । ପୋଲିସ୍ ପହଂଚି ତଦନ୍ତ ଆରମ୍ଭ କରିଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା …

Leave a Reply

Your email address will not be published. Required fields are marked *