Wednesday , June 23 2021
Breaking News
Home / ସ୍ୱାସ୍ଥ୍ୟ / ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଗତ ୨୪ ଘଣ୍ଟା ମଧ୍ୟରେ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର, ୦୭/୦୪/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କରୋନା ଆକ୍ରାନ୍ତ ଙ୍କ ସଂଖ୍ୟା ଉପର ମୁହାଁ । ଏବେ ଦୈନିକ ଆକ୍ରାନ୍ତ ଙ୍କ ସଂଖ୍ୟା ୮ ଶହ ଆଡ଼କୁ ମୁହିଁଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୩ ରେ ପହଂଚିଥିବାବେଳେ ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ହୋଇଥିବା ସୂଚନା । ମୃତକ ପୁରୀ ଜିଲାର ଜଣେ ୨୮ ବର୍ଷ ବୟସ୍କ ପୁରୁଷ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଓଡ଼ିଶା ସମାଚାର

About admin

Check Also

ପାରାଦ୍ୱୀପ ବନ୍ଦର ଚିକିତ୍ସାଳୟରେ ପୃଥକ ଶ୍ୱାସକି୍ରୟା ସଂକ୍ରମଣ ୱାର୍ଡର ଭୁମିପୂଜନ

ପାରାଦ୍ୱୀପ ୨୦/୦୬/୨୦୨୧(ଓଡ଼ିଶା ସମାଚାର)- ରାଜ୍ୟରେ କୋଭିଡ୍-୧୯ ଦ୍ୱିତୀୟ ତରଙ୍ଗ ଦୃଷ୍ଟିରୁ କରୋନା ସଂକ୍ରମିତ ରୋଗିଙ୍କୁ ଉନ୍ନତ ଚିକିତ୍ସା ଯୋଗାଇବା ଲକ୍ଷ୍ୟ …

Leave a Reply

Your email address will not be published. Required fields are marked *