Thursday , June 17 2021
Home / ରାଜନୀତି / ଗୋପ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରକାଶ ପରିଡ଼ା ବିଜୁ ଜନତା ଦଳରୁ ନିଲମ୍ବିତ

ଗୋପ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରକାଶ ପରିଡ଼ା ବିଜୁ ଜନତା ଦଳରୁ ନିଲମ୍ବିତ

 

ଭୁବନେଶ୍ୱର, ୦୨/୦୭/୨୦୧୯ (ଓଡ଼ିଶା ସମାଚାର)- ମଙ୍ଗଳବାର ବିଜୁ ଜନତା ଦଳର ରାଜ୍ୟ ସଭାପତି   ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ପୁରୀ ଜିଲ୍ଲା ଗୋପ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀ ପ୍ରକାଶ ପରିଡ଼ାଙ୍କୁ ବିଜୁ ଜନତା ଦଳରୁ ନିଲମ୍ବନ କରିଛନ୍ତି ବୋଲି ବିଜୁ ଜନତା ଦଳର ରାଜ୍ୟ ସାଧାରଣ ସଂପାଦକ ବିଜୟ ନାୟକ ଏକ ପ୍ରେସ ଇସ୍ତାହାରରେ ଜଣାଇଛନ୍ତି । ଓଡ଼ିଶା ସମାଚାର

About admin

Check Also

ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ ଦରବୃଦ୍ଧି ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ 

ତାରପୁର, ୧୧/୦୬/୨୦୨୧(ଓଡ଼ିଶା ସମାଚାର)- କରୋନା ମହାମାରୀ ଲୋକମାନଙ୍କ ଆର୍ଥିକ ମେରୁଦଣ୍ଡକୁ ଭାଙ୍ଗିଦେଇଥିବା ବେଳେ ସରକାର ପେଟ୍ରୋଲ, ଡିଜେଲ, ରନ୍ଧନଗ୍ୟାସ ପ୍ରତିଦିନ …

Leave a Reply

Your email address will not be published. Required fields are marked *