Sunday , August 1 2021
Breaking News
Home / ତାଜା ଖବର / ଚୁଙ୍ଗୁଡ଼ି ପ୍ରକ୍ରିୟାକରଣ କାରଖାନାରେ ବିଷାକ୍ତ ଆମୋନିଆ ଗ୍ୟାସ ଲିକ୍ – ୩ ମହିଳା ଅସୁସ୍ଥ

ଚୁଙ୍ଗୁଡ଼ି ପ୍ରକ୍ରିୟାକରଣ କାରଖାନାରେ ବିଷାକ୍ତ ଆମୋନିଆ ଗ୍ୟାସ ଲିକ୍ – ୩ ମହିଳା ଅସୁସ୍ଥ

ଜଗତସିଂହପୁର,୨୩/୦୫/୨୦୨୧(ଓଡ଼ିଶା ସମାଚାର)- ପାରାଦୀପ ଗଡ଼ ଶିଳ୍ପାଞ୍ଚଳରେ ଥିବା ଏକ ଚୁଙ୍ଗୁଡ଼ି ପ୍ରକ୍ରିୟାକରଣ କାରଖାନାରେ ବିଷାକ୍ତ ଆମୋନିଆ ଗ୍ୟାସ ନିର୍ଗତ ହୋଇ ୩ ଜଣ (ମହିଳା) ଅସୁସ୍ଥ ହୋଇଥିବା ବେଳେ ତାଙ୍କୁ କଟକ ବଡ଼ ଡାକ୍ତରଖାନା କୁ ସ୍ଥାନାନ୍ତରିତ କରାଯାଇଛି । ଅସୁସ୍ଥ ମାନଙ୍କ ନାମ ହରପ୍ରିୟା ନାୟକ, ନନ୍ଦିନୀ ବେହେରା ଓ କଣ୍ଢେଇ ବେହେରା । ତେବେ ଗ୍ୟାସ ଲିକ୍ ବନ୍ଦ କରାଯିବା ପରେ କାରଖାନାକୁ ସିଲ କରାଯାଇଥିବା ଆଇଆଇସି ପ୍ରଭାସ ଚନ୍ଦ୍ର ସାହୁ ଙ୍କ ଠାରୁ ସୂଚନା ମିଳିଛି । ଓଡ଼ିଶା ସମାଚାର

About admin

Check Also

୨୦୦୮ କନ୍ଧମାଳ ଦଙ୍ଗା ମାମଲା : ୩୦ ଜଣ ଅଭିଯୁକ୍ତଙ୍କୁ ୨ ବର୍ଷ ଲେଖାଏ କାରାଦଣ୍ଡ ସହ ୧ ହଜାର ଟଙ୍କା ଲେଖାଏଁ  ଜୋରିମାନା

ବାଲିଗୁଡା,୨୯/୦୭/୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ ୨୦୦୮ କନ୍ଧମାଳ ଦଙ୍ଗା ମାମଲାର ବିଚାର କରି କନ୍ଧମାଳ ଜିଲ୍ଲା କୋଟଗଡ …

Leave a Reply

Your email address will not be published. Required fields are marked *