Sunday , June 13 2021
Breaking News
Home / ସ୍ୱାସ୍ଥ୍ୟ / ଜଣେ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

ଜଣେ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

ଭୁବନେଶ୍ୱର, ୨୭/୦୩/୨୦୨୧(ଓଡ଼ିଶା ସମାଚାର)- ଜଣେ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ ଖବର ଆସିଛି । ସୁନ୍ଦରଗଡ଼ ଜିଲାରେ ଜଣେ ୮୬ ବର୍ଷ ବୟସ୍କ ପୁରୁଷ କରୋନା ଆକ୍ରାନ୍ତ ଥିବା ସହ ତାଙ୍କର ଅନ୍ୟ ସ୍ଥାସ୍ଥ୍ୟଗତ ସମସ୍ୟା ଥିଲା । ତାଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୯୨୦ରେ ପହଂଚିଛି । ଏହାଛଡ଼ା ୫୩ ଜଣ କରୋନା ଆକ୍ରାନ୍ତ ଅନ୍ୟ ରୋଗରେ ମୃତ୍ୟୁ ବରଣ କରିଥିଲେ । ଓଡ଼ିଶା ସମାଚାର

About admin

Check Also

୫୨୩୫ କରୋନା ସଂକ୍ରମିତ ଚିହ୍ନଟ – ୪୩ ମୃତ

ଭୁବନେଶ୍ୱର,୧୧/୦୬/୨୦୨୧(ଓଡ଼ିଶା ସମାଚାର)- ଗତ ୨୪ ଘଣ୍ଟା ମଧ୍ୟରେ ୫୨୩୫ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ …

Leave a Reply

Your email address will not be published. Required fields are marked *