Wednesday , June 23 2021
Breaking News
Home / ବିଶେଷ / ଜିଲ୍ଲା ବୋଇତବନ୍ଦାଣ ସମିତି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

ଜିଲ୍ଲା ବୋଇତବନ୍ଦାଣ ସମିତି ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ

କେନ୍ଦ୍ରାପଡା, ୧୯/୦୧/୨୦୨୧(ଓଡ଼ିଶା ସମାଚାର)- ଜିଲ୍ଲା ବୋଇତ ବନ୍ଦାଣ ସମିତି ପକ୍ଷରୁ ନୂତନ ଜିଲ୍ଲାପାଳ ଅମ୍ରୁତ ଋତୁରାଜଙ୍କୁ ପୁଷ୍ପଗୁଛ ପ୍ରଦାନ କରାଯାଇ ସ୍ୱାଗତ କରାଯାଇଛି । ସମିତିର ଉପଦେଷ୍ଟା ପ୍ରଦୀପ କୁମାର ମହାନ୍ତି, ସଭାପତି ଚିନ୍ମୟ ପ୍ରସାଦ ବେଉରା, ସମ୍ପାଦକ ସଞ୍ଜୟ କୁମାର ରାଉତ, ସଦସ୍ୟ ପ୍ରଫୁଲ୍ଲ କୁମାର ଦାସ, ଚିତରଞ୍ଜନ ଦାସ, ନଳିନିବିହାରୀ ମହାନ୍ତି ପ୍ରମୁଖ ଜିଲ୍ଲାପାଳ ଶ୍ରୀ ଋତୁରାଜଙ୍କୁ ପୁଷ୍ପଗୁଛ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରିବା ସହ ଜିଲ୍ଲାର ବିକାଶ ସମ୍ପର୍କରେ ଆଲୋଚନା କରିଥିଲେ । ଓଡ଼ିଶା ସମାଚାର

About admin

Check Also

ସମାଜସେବୀ ପ୍ରେମାନନ୍ଦ ପରିଡାଙ୍କୁ ଶ୍ରଦ୍ଧାଞ୍ଜଳି

କେନ୍ଦ୍ରାପଡ଼ା, ୨୨/୦୬/୨୦୨୧(ଓଡ଼ିଶା ସମାଚାର)- ବିରମିତ୍ରପୁର ଏନ.ଏ.ସି.ରୁ କାର୍ଯ୍ୟନିର୍ବାହୀ ଅଧିକାରୀ ଭାବେ ଅବସର ନେଇଥିବା  ପ୍ରେମାନନ୍ଦ ପରିଡାଙ୍କୁ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ …

Leave a Reply

Your email address will not be published. Required fields are marked *