Friday , June 18 2021
Breaking News
Home / ବିଶେଷ / ଜ୍ୟୋତିଶଙ୍କର ମହାପାତ୍ର ନୂତନ ଉପଜିଲ୍ଲାପାଳ ଭାବେ ଯୋଗଦେଲେ

ଜ୍ୟୋତିଶଙ୍କର ମହାପାତ୍ର ନୂତନ ଉପଜିଲ୍ଲାପାଳ ଭାବେ ଯୋଗଦେଲେ

କେନ୍ଦ୍ରାପଡା, ୦୫/୦୭/୨୦୧୯ (ଓଡ଼ିଶା ସମାଚାର)-ଜ୍ୟୋତିଶଙ୍କର ମହାପାତ୍ର କେନ୍ଦ୍ରାପଡାର ନୂତନ ଉପଜିଲ୍ଲାପାଳ ଭାବେ ଯୋଗଦେଇଛନ୍ତି । ଶ୍ରୀ ମହାପାତ୍ର ଏଥିପୂର୍ବରୁ ରାଜ୍ୟ ନିୟୋଜନ ନିର୍ଦ୍ଦେଶାଳୟରେ ଉପ ନିର୍ଦ୍ଦେଶକ ଭାବେ କାର୍ଯ୍ୟରତ ଥିଲେ । ଏଠାରେ ଥିବା ଉପଜିଲ୍ଲାପାଳ ସଞ୍ଜୟ କୁମାର ମିଶ୍ରଙ୍କୁ ଏଠାରୁ ଅନ୍ୟତ୍ର ବଦଳି କରିଦିଆଯାଇଥିବା ବେଳେ ଶ୍ରୀ ମହାପାତ୍ର ତାଙ୍କ ସ୍ଥାନରେ ଯୋଗଦେଇଥିବା ଜଣାପଡିଛି । ଓଡ଼ିଶା ସମାଚାର

About admin

Check Also

କରୋନା ସମୟରେ ବାଲ୍ୟ ବିବାହ ଏବଂ ନାବାଳକ ଶିଶୁ ଚାଲାଣ ଭଳି ଘୃଣିତ କାର୍ୟ୍ୟ ରୋକିବାକୁ ନେଇ ଆଲୋଚନା ଚକ୍ର

ବାଲିଗୁଡ଼ା, ୧୭/୦୬/୨୦୨୧ (ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ) -ସମଗ୍ର ଦେଶ କରୋନା ମହାମାରୀ ଦେଇ ଗତି କରୁଥିବା ସମୟରେ ଆମ …

Leave a Reply

Your email address will not be published. Required fields are marked *