Saturday , July 31 2021
Breaking News
Home / ସ୍ୱାସ୍ଥ୍ୟ / ଟୀକା ପାଇଁ ସାଲେପୁର ଓ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନାହିଁ ନ ଥିବା ଭିଡ

ଟୀକା ପାଇଁ ସାଲେପୁର ଓ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ନାହିଁ ନ ଥିବା ଭିଡ

ସାଲେପୁର,୦୭/୦୫/୨୦୨୧(ଓଡିଶା ସମାଚାର /ଅଭୟ ଜେନା ) କରୋନା ର ଦ୍ୱିତୀୟ ଲହରୀ ଚାଲିଥିବା ବେଳେ ସାଲେପୁର ଓ ମାହାଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କୋଭିଡ୍ ଟୀକା ନେବା ପାଇଁ ନାହିଁ ନଥିବା ଭିଡ ପରିଲକ୍ଷିତ ହୋଇଛି । ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କ ପକ୍ଷରୁ ସମସ୍ତ ସାମ୍ବାଦିକ ମାନଙ୍କୁ କରୋନା ଯୋଦ୍ଧା ଘୋଷଣା କରିବାପରେ ଯୁବ ସାମ୍ବାଦିକ ମାନଙ୍କୁ ଟୀକା ନେବା ପାଇଁ ଅଗ୍ରାଧିକାର ମିଳିଛି। ଏହି ଟୀକା କରଣରେ ପ୍ରଥମ ଟୀକା ନେବା ପରେ ଯୁବ ସାମ୍ବାଦିକ ମାନେ ରାଜ୍ୟ ସରକାର ଓ କେନ୍ଦ୍ର ସରକାରଙ୍କୁ ଧନ୍ୟବାଦ୍ ଅର୍ପଣ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ , ୬୬ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୩୦/୦୭/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)-  ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶା ରେ ଆଉ ୧୫୫୮ ଜଣ ନୂତନ କରୋନା ସଂକ୍ରମିତ …

Leave a Reply

Your email address will not be published. Required fields are marked *