Wednesday , June 16 2021
Breaking News
Home / ତାଜା ଖବର / ତାଜା ଖବର : ବ୍ୟବସାୟୀ ଙ୍କୁ ଗୁଳିମାଡ଼

ତାଜା ଖବର : ବ୍ୟବସାୟୀ ଙ୍କୁ ଗୁଳିମାଡ଼

ଉମରକୋଟ, ୧୨/୦୩/୨୦୨୧(ଓଡ଼ିଶା ସମାଚାର)- ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ଼ ହୋଇଛି । ଉମରକୋଟ ଝରିଗାଁ ର ଜଣେ ବ୍ୟବସାୟୀଙ୍କୁ ଗୁଳିମାଡ଼ ହୋଇଛି । ତାଙ୍କ ଅନ୍ଟା ତଳକୁ ଗୁଳି ବାଜିଛି । ଚିକିତ୍ସା ପାଇଁ ତାଙ୍କୁ ତୁରନ୍ତ ବିଶାଖାପାଟଣା ସ୍ଥାନାନ୍ତରିତ କରାଯାଇଛି । ଓଡ଼ିଶା ସମାଚାର

 

About admin

Check Also

ଅସୁରଖୋଳା ର ପୁନରୁଦ୍ଧାର ନହେଲେ ଆଗକୁ ଅଂଚଳରେ ଜଳ ସଙ୍କଟ ଆଶଙ୍କା

ଗରଦପୁର, ୧୪/୦୬/୨୦୨୧(ଓଡ଼ିଶା ସମାଚାର)- କଟକ ସଦର , ପାଟକୁରା ଓ ମହାକାଳପଡ଼ା ବିଧାନସଭା ନିର୍ବାଚନ ମଣ୍ଡଳୀ ଦେଇ “ଅସୁରଖୋଳା” ନାମକ …

Leave a Reply

Your email address will not be published. Required fields are marked *