Sunday , June 20 2021
Home / ବିଶେଷ / ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା

ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ  ତାଳଚେର ଫର୍ଟିଲାଇଜର ପ୍ଲାଂଟ୍ – ଧର୍ମେନ୍ଦ୍ର ପ୍ରଧାନ

 ଗ୍ୟାସ ଓ ସାର କ୍ଷେତ୍ରରେ ଭାରତକୁ ଆତ୍ମନିର୍ଭରଶୀଳ କରିବାରେ ସହାୟକ ହେବ ଏହି ପ୍ଲାଂଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୭/୦୮/୨୦୧୯(ଓଡ଼ିଶା ସମାଚାର)-ତାଳଚେର ଫର୍ଟିଲାଇଜର ପ୍ଲାଂଟକୁ ଶୀଘ୍ର କାର୍ଯ୍ୟକ୍ଷମ କରିବା ନେଇ ମଙ୍ଗଳବାର କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପେଟ୍ରୋଲିୟମ ମନ୍ତ୍ରାଳୟ ତଥା ଫର୍ଟିଲାଇଜର୍ସ ବିଭାଗ ଓ ତାଳଚେର ଫର୍ଟିଲାଇଜର୍ସର ଅଧିକାରୀମାନଙ୍କ ସହ ସମୀକ୍ଷା କରିଛନ୍ତି ।

ଏହି ପ୍ଲାଂଟ୍ କାର୍ଯ୍ୟକ୍ଷମ ହେଲେ ଏହା ଭାରତର ପ୍ରାକୃତିକ ଗ୍ୟାସ ଆମଦାନୀକୁ ହ୍ରାସ କରିବ ଏବଂ ଭାରତକୁ ଗ୍ୟାସ ଓ ସାର କ୍ଷେତ୍ରରେ ଆତ୍ମନିର୍ଭରଶୀଳ କରିବାରେ ସୟାହକ ହେବ ବୋଲି ଶ୍ରୀ ପ୍ରଧାନ ସାମାଜିକ ଗଣମାଧ୍ୟମରେ ମତବ୍ୟକ୍ତ କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *