Sunday , June 20 2021
Home / ବିଶେଷ / ଦୀପାବଳିରେ ଜିଲ୍ଲା ପୋଲିସ ପକ୍ଷରୁ ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ବଂଟନ

ଦୀପାବଳିରେ ଜିଲ୍ଲା ପୋଲିସ ପକ୍ଷରୁ ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀଙ୍କୁ ମିଷ୍ଟାନ୍ନ ବଂଟନ

କେନ୍ଦ୍ରାପଡା ୨୯/୧୦/୨୦୧୯(ଓଡ଼ିଶା ସମାଚାର)-ଦୀପାବଳି ଉପଲକ୍ଷେ ଜିଲ୍ଲା ପୋଲିସ  ପକ୍ଷରୁ କଜଳା ସ୍ଥିତ ମାନସିକ ଭିନ୍ନକ୍ଷମ ଛାତ୍ରଛାତ୍ରୀ ମାନଙ୍କୁ ମିଷ୍ଟାନ୍ନ ବଂଟନ କରାଯାଇଛି । କଜଳାସ୍ଥିତ ମାନସିକ ଭିନ୍ନକ୍ଷମ ବିଦ୍ୟାଳୟ ପରିସରରେ ଆରକ୍ଷୀ ଅଧିକ୍ଷକ ନୀତି ଶେଖର, କେନ୍ଦ୍ରାପଡା ଏସଡିପିଓ  ରାଜୀବ ଲୋଚନ ପଣ୍ଡା, ଟାଉନ ଥାନା ଅଧିକାରୀ ଜ୍ୟୋତି ରଞ୍ଜନ ସାମନ୍ତରାୟ ପ୍ରମୁଖ ପହଁଚି ଦୀପାବଳିରେ  ମାନସିକ ଭିନ୍ନକ୍ଷମ ଛାତ୍ରୀଛାତ୍ରୀମାନଙ୍କୁ ମିଷ୍ଟାନ୍ନ ବଂଟନ କରିବା ସହିତ ସେମାନଙ୍କ ସହ ଭାବ ବିନିମୟ ଓ ଦୀପାବଳୀ ଉତ୍ସବ ପାଳନ କରିଥିଲେ ।          ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *