Tuesday , August 3 2021
Breaking News
Home / ବିଶେଷ / ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଶୋକ

ଦେବାଶିଷ ପାଣିଗ୍ରାହୀଙ୍କ ବିୟୋଗରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏଙ୍କ ଶୋକ

ଭୁବନେଶ୍ୱର,୧୯/୦୬/୨୦୨୧(ଓଡ଼ିଶା ସମାଚାର)- ଓଡ଼ିଶା ଦୁର୍ନୀତି ନିବାରଣ ବିଭାଗର ମହା ନିର୍ଦ୍ଧେଶକ, ଦକ୍ଷ ଆରକ୍ଷୀ ଅଧିକାରୀ, ସୁ-ସାହିିତି୍ୟକ, ପ୍ରବୀଣ ପ୍ରଶାସକ ଦେବାଶି ପାଣିଗ୍ରାହୀଙ୍କ ବିୟୋଗରେ ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ଗଭୀର ଶୋକ ପ୍ରକଟ କରି ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ସମବେଦନା ଜଣାଇ ସ୍ୱର୍ଗତ ଅମର ଆତ୍ମାର ସଦଗତି କାମନା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ମାନବାଧିକାର କମିଶନଙ୍କୁ ଦାବିପତ୍ର ଦେଲେ  ଆକ୍ରମଣର ଶିକାର ଆନ୍ଦୋଳନକାରୀ

ଭୁବନେଶ୍ୱର,୦୨/୦୮/୨୦୨୧(ଓଡ଼ିଶା ସମାଚାର)-ଜଗତସିଂହପୁର ଜିଲ୍ଲା ନାଉଗାଁ ବ୍ଲକର ବିଭିନ୍ନ ପଂଚାୟତରେ ମନରେଗା ଯୋଜନାରେ  ହୋଇଥିବା ଅର୍ଥ ବାଟମାରଣା, ତୋଷାରପାତ ଓ ବ୍ୟାପକ …

Leave a Reply

Your email address will not be published. Required fields are marked *