Thursday , June 24 2021
Breaking News
Home / ବିଶେଷ / ନିଖିଳ ଓଡିଶା ନିର୍ମାଣ ଶ୍ରମିକ ସଙ୍ଘ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ନିଖିଳ ଓଡିଶା ନିର୍ମାଣ ଶ୍ରମିକ ସଙ୍ଘ ପକ୍ଷରୁ ନୂତନ ଜିଲ୍ଲାପାଳଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

କେନ୍ଦ୍ରାପଡା, ୧୪/୦୧/୨୦୨୧ (ଓଡ଼ିଶା ସମାଚାର)- ନିଖିଳ ଓଡିଶା ନିର୍ମାଣ ଶ୍ରମିକ ସଙ୍ଘ ପକ୍ଷରୁ କେନ୍ଦ୍ରାପଡାର ନୂତନ ଜିଲ୍ଲାପାଳ ଅମ୍ରୁତ ଋତୁରାଜଙ୍କୁ ପୁିଷ୍ପଗୁଛ ଓ ଉତରୀୟ ପ୍ରଦାନ କରାଯାଇ ସ୍ୱାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ସଂଘର ସାଧାରଣ ସମ୍ପାଦକ ଅଶୋକ କୁମାର ତ୍ରିପାଠୀଙ୍କ ନେତୃତ୍ୱରେ ପ୍ରଦୀପ୍ତ ସାମଲ, କାର୍ତିକ ବେହେରା ପ୍ରମୁଖଙ୍କ ସମେତ ଅନେକ କର୍ମକର୍ତା ଜିଲ୍ଲାପାଳଙ୍କୁ ପୁଷ୍ପଗୁଛ ଓ ଉତରୀୟ ପ୍ରଦାନ କରି ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ । ଓଡ଼ିଶା ସମାଚାର

About admin

Check Also

ସମାଜସେବୀ ରଞ୍ଜନ ସାହୁଙ୍କ ଏକାଦଶାହ ଅବସରରେ ସ୍ମୃତି ଶ୍ରଦ୍ଧାଞ୍ଜଳି ସଭା

କେନ୍ଦ୍ରାପଡ଼ା, ୨୩/୦୬/୨୦୨୧(ଓଡ଼ିଶା ସମାଚାର)- କେନ୍ଦ୍ରାପଡା ବ୍ଲକ ଅନ୍ତର୍ଗତ ଧୁମାତ ବସନ୍ତବଗିଚା ଠାରେ ସମାଜସେବୀ, ଯୁବନେତା ଓ ଦରଦୀ ମଣିଷ ସ୍ୱର୍ଗତ …

Leave a Reply

Your email address will not be published. Required fields are marked *