Saturday , June 19 2021
Breaking News
Home / ନିର୍ବାଚନ / ପିପିଲି ନିର୍ବାଚନରେ କଂଗ୍ରେସ ତରଫରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜ ଙ୍କର ଦେହାନ୍ତ

ପିପିଲି ନିର୍ବାଚନରେ କଂଗ୍ରେସ ତରଫରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜ ଙ୍କର ଦେହାନ୍ତ

ଭୁବନେଶ୍ୱର, ୧୪/୦୪/୨୦୨୧(ଓଡ଼ିଶା ସମାଚାର)- ପିପିଲି ନିର୍ବାଚନରେ କଂଗ୍ରେସ ତରଫରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜ ଙ୍କର ଦେହାନ୍ତ ହୋଇଛି । ପିପିଲି ଉପନିର୍ବାଚନରେ କଂଗ୍ରେସ ଦଳ ପକ୍ଷରୁ ପ୍ରାର୍ଥୀ ହୋଇଥିବା ଅଜିତ ମଙ୍ଗରାଜଙ୍କର ଆପୋଲୋ ହସପିଟାଲ ରେ ଚିକିତ୍ସାଧିନ ଅବସ୍ଥାରେ ପରଲୋକ ଘଟିଛି । ସେ କରୋନା ରେ ସଂଙ୍କ୍ରମିତ ହୋଇ ଆପୋଲୋ ହସପିଟାଲ ରେ ଚିକିତ୍ସିତ ହେଉଥିଲେ । ପିପିଲି ଉପନିର୍ବାଚନ ପାଇଁ ଆଉ ଥରେ ନିର୍ବାଚନ ତାରିଖ ଘୋଷଣା ହୋଇପାରେ । ଓଡ଼ିଶା ସମାଚାର

About admin

Check Also

୩୦ଗ୍ରାମ୍ ବ୍ରାଉନ ସୁଗାର ଜବତ କଲା ପାରାଦୀପ ଅବକାରୀ ଥାନା- ଅଭିଯୁକ୍ତ କୋର୍ଟ ଚାଲାଣ

ପାରାଦ୍ୱୀପ ୧୯/୦୬/୨୦୨୧(ଓଡ଼ିଶା ସମାଚାର)-ପାରାଦୀପ ଅବକାରୀ ଥାନା ଓ କୁଜଙ୍ଗ ପୋଲିସ ମିଳିତ ଭାବେ କୁଜଙ୍ଗ ମାଛ ବଜାରରେ ଚଢାଉ କରି …

Leave a Reply

Your email address will not be published. Required fields are marked *