Monday , June 21 2021
Breaking News
Home / ତାଜା ଖବର / ବସକୁ ପଛ ଆଡ଼ୁ ଧକ୍କା ଦେଇ ବାଇକ ଚାଳକ ଗୁରୁତର

ବସକୁ ପଛ ଆଡ଼ୁ ଧକ୍କା ଦେଇ ବାଇକ ଚାଳକ ଗୁରୁତର

ବାଲିଗୁଡା,୨୩/୦୨/୨୦୨୧.(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା  ବାଲିଗୁଡ଼ା ଥାନା ମହାସିଙ୍ଗି ଗ୍ରାମ ଗୁମାପଦର ଛକରେ ଗୋଟିଏ ବସକୁ  ବାଇକ ପଛଆଡ଼ୁ ଧକ୍କା ଦେବା ଫଳରେ  ବାଇକ ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି । ପ୍ରକାଶ ଯେ, ମଙ୍ଗଳ ବାର ରାତି ପ୍ରାୟ ୮ଟା ସମୟରେ କାମଧେନୁ ନାମକ ଏକ ଘରୋଇ ବସ ବ୍ରହ୍ମପୁରରୁ ରାୟପୁର ଅଭିମୁଖେ ଯାଉଥିବା ବେଳେ ଏଭଳି ଘଟଣା ହୋଇଥିବା ଜଣାପଡ଼ିଛି  । ବାଇକ ଚାଳକଙ୍କୁ ଆମ୍ବୁଲାନ୍ସ ଯୋଗେ ବାଲିଗୁଡା  ଉପଖଣ୍ଡ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଅଣାଯାଇ ଚିକିତ୍ସା କରା ଯାଇଛି   ।  ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଓଡ଼ିଶା ସମାଚାର

About admin

Check Also

ବାଇକ ଦୁର୍ଘଟଣା ରେଜଣେ ମୃତ, ଜଣେ ଆହତ 

 ମାହାଙ୍ଗା, ୧୭/୦୬/୨୦୨୧ (ଓଡିଶା ସମାଚାର /ଅଭୟ ଜେନା )  ଆଜିସନ୍ଧ୍ୟା ରେ  ସ୍ଥାନୀୟ ବାଗସରପୁର କୁସୁପୁର କେନାଲ ବନ୍ଧ ରାସ୍ତା …

Leave a Reply

Your email address will not be published. Required fields are marked *