Sunday , June 20 2021
Home / ବିଶେଷ / ବାନ୍ଛାନିଧି ଦାସ ଓ ଶ୍ରୀମତୀଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କୁଷ୍ଠକଲୋନୀରେ ଶୀତବସ୍ତ୍ର ବଂଟନ

ବାନ୍ଛାନିଧି ଦାସ ଓ ଶ୍ରୀମତୀଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ କୁଷ୍ଠକଲୋନୀରେ ଶୀତବସ୍ତ୍ର ବଂଟନ

କେନ୍ଦ୍ରାପଡା, ୦୫/୦୨/୨୦୨୧ (ଓଡ଼ିଶା ସମାଚାର)- ବଡହାଟସ୍ଥିତ ବାନ୍ଛାନିଧି ଦାସ ଓ ଶ୍ରୀମତୀ ଦେବୀ ଚାରିଟେବୁଲ ଟ୍ରଷ୍ଟ ପକ୍ଷରୁ ଦୁହୁରିଆସ୍ଥିତ କୁଷ୍ଠ କଲୋନୀରେ ଅନ୍ତେବାସୀମାନଙ୍କୁ ଶୀତବସ୍ତ କମ୍ବଳ ବଂଟନ କରାଯାଇଛି । ଟ୍ରଷ୍ଟର ସଂଯୋଜକ ପ୍ରଦୀପ କୁମାର ମହାନ୍ତି ଓ ସଦସ୍ୟ ଚିତରଞ୍ଜନ ଦାସ କଲୋନୀବାସୀଙ୍କୁ କମ୍ବଳ ବଂଟନ କରିଥିଲେ । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *