Wednesday , June 23 2021
Breaking News
Home / ଶିକ୍ଷା / ଭାରତ ବନ୍ଦ ଡାକରା ଯୋଗୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି

ଭାରତ ବନ୍ଦ ଡାକରା ଯୋଗୁ ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି

ଭୁବନେଶ୍ୱର, ୨୫/୦୩/୨୦୨୧(ଓଡ଼ିଶା ସମାଚାର)- ଆସନ୍ତାକାଲି କୃଷକ ସଂଗଠନ ପକ୍ଷରୁ ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଥିବାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରଖିବାକୁ ସରକାର ନିଷ୍ପତି ଗ୍ରହଣ କରିଛନ୍ତି । ଏ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ଆସନ୍ତାକାଲି ଭାରତ ବନ୍ଦକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ରାଜ୍ୟର ସମସ୍ତ ସ୍କୁଲ, କଲେଜ ଏବଂ ବିଶ୍ବବିଦ୍ୟାଳୟକୁ ରାଜ୍ୟ ସରକାର ୂଛୁଟି ଘୋଷଣା କରିଛନ୍ତି । ଓନିଶା ସମାଚାର

About admin

Check Also

ଶିକ୍ଷା ବ୍ୟବସ୍ଥାରେ ସୁଧାର ପାଇଁ ଐକ୍ୟବଦ୍ଧ ସଂଗ୍ରାମ ଲୋଡା 

କେନ୍ଦ୍ରାପଡ଼ା, ୦୫/୦୬/୨୦୨୧(ଓଡ଼ିଶା ସମାଚାର)- ଶିକ୍ଷକ ଆନ୍ଦୋଳନର ଅପ୍ରତିଦ୍ୱନ୍ଦୀ ଯୋଦ୍ଧା ସ୍ୱର୍ଗତ ଅବନୀ ବରାଳଙ୍କ ପାଇଁ ଶିକ୍ଷକମାନେ ପାଇ ପାରିଥିଲେ ନିଜର …

Leave a Reply

Your email address will not be published. Required fields are marked *