Sunday , June 20 2021
Home / ବିଶେଷ / ଶଙ୍କରାଚାର୍ଯ୍ୟଙ୍କ ସ୍ୱାଗତ

ଶଙ୍କରାଚାର୍ଯ୍ୟଙ୍କ ସ୍ୱାଗତ

ପୁରୀ,୦୬/୦୮/୨୦୧୯(ଓଡ଼ିଶା ସମାଚାର)- ଜାମ୍ମୁକାଶ୍ମୀରରୁ ଧାରା ୩୭୦ ଉଚ୍ଛେଦ ହେବାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହା ଏକ ଐତିହାସିକ ପଦକ୍ଷେପକୁ ପୁରୀ ଗୋବର୍ଦ୍ଧନ ପୀଠ ଶଙ୍କରାଚାର୍ଯ୍ୟ ନିଶ୍ଚଳାନନ୍ଦ ସରସ୍ୱ୍ୱତୀ ଖୁସି ହେବା ସହ ପୂର୍ଣ୍ଣ ସମର୍ଥନ ଜଣାଇଛନ୍ତି । ଏହା ସହ ସେ ଧାରା ଉଚ୍ଛେଦକୁ ନେଇ ଇଂରେଜ ଅମଳର କୁଟନୀତି ଭିତିକ ଆଇନ ଉପରେ ଶକ୍ତ ପ୍ରହାର ହୋଇଛି ବୋଲି ପ୍ରତିକ୍ରିୟା ଦେଇଛନ୍ତି । ଏଭଳି ଧାରା ଉଚ୍ଛେଦ ହେବା ଆବଶ୍ୟକତା ଥିଲା । ଦଳ ମତକ ପଛରେ ପକାଇ ଭାରତ ପାଇଁ କାମ କରାଯାଉ ବୋଲି ଶଙ୍କରାଚାର୍ଯ୍ୟ କହିଛନ୍ତି । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *