Monday , June 21 2021
Breaking News
Home / ତାଜା ଖବର / ଶ୍ବାସରୁଦ୍ଧ ହୋଇ   ୨  ଶ୍ରମିକଙ୍କ ମୃତ୍ୟୁ

ଶ୍ବାସରୁଦ୍ଧ ହୋଇ   ୨  ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୯/୦୩/୨୦୨୧(ଓଡ଼ିଶା ସମାଚାର)-ସ୍ବରେଜ ଟାଙ୍କି ସଫା କଲା ବେଳେ ଏକ ଅଭାବନୀୟ ଘଟଣା  ଘଟିଛି । ଭୁବନେଶ୍ବରସ୍ଥିତ ବଡଗଡ ଥାନା ବ୍ରହ୍ମେଶ୍ବର ପାଟଣା ଅଞ୍ଚଳରେ ଏହି ଅଭାବନୀୟ ଘଟଣା ଘଟିଛି । ଶ୍ବାସରୁଦ୍ଧ ହୋଇ ଟାଙ୍କି ଭିତରେ ୨ ଜଣ  ଶ୍ରମିକଙ୍କର ମୃତ୍ୟୁ ହୋଇଛି ।

ପ୍ରାପ୍ତ ସୂଚନା ଅନୁସାରେ, ଭୁବନେଶ୍ବର ବଡଗଡ ଥାନା ଅନ୍ତର୍ଗତ ବ୍ରହ୍ମେଶ୍ବର ପାଟଣା ଅଞ୍ଚଳରେ ସ୍ବରେଜ ଟାଙ୍କି ସଫା କଲା ବେଳେ ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ୨ ଜଣ  ଶ୍ରମିକଙ୍କର ମୃତ୍ୟୁ ହୋଇଛି । ଅଗ୍ନିଶମ ବାହିନୀ ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ । କିନ୍ତୁ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୭ ଜଣ ଙ୍କ ମୃତ୍ୟୁ

ଭୁବନେଶ୍ୱର,୧୮/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୩,୮୦୬ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *