Thursday , June 17 2021
Home / ବିଶେଷ / ଶ୍ରଦ୍ଧାଞ୍ଜଳି

ଶ୍ରଦ୍ଧାଞ୍ଜଳି

 

ପ୍ରବାଦ ପୁରୁଷ, ମାଟିର ମୂର୍ତିକାର, କଳିଙ୍ଗ ବୀର ଓ ଝଡ଼ର ଇଗଲ , ଓଡ଼ିଶାର ପ୍ରାକ୍ତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମ୧୯୧୬ ମସିହା ମାର୍ଚ୍ଚ ୫ ତାରିଖ । ଆଜି ସେହି ମାର୍ଚ୍ଚ ମାସ ୫ ତାରିଖ । ଆଜି ତାଙ୍କ ୧୦୫ତମ ଜୟନ୍ତୀ ପାଳନ ଅବସରରେ ‘ଓଡ଼ିଶା ସମାଚାର’ ପକ୍ଷରୁ ଗଭୀର ଶ୍ରଦ୍ଧାଞ୍ଜଳି

About admin

Check Also

କଟକ ଅର୍ବାନ ପୁଲିସ କୁ ବଡ଼ ସଫଳତା – ୪ ଅପରାଧୀ ଗିରଫ , ୧୧ ଟି ବନ୍ଧୁକ ଓ ୫୧ଟି ଗୁଳି ଜବତ

କଟକ, ୧୬/୦୬/୨୦୨୧(ଓଡ଼ିଶା ସମାଚାର / ଦେବାଶିଷ ରଥ)- ପ୍ରାୟୋଜିତ ଅପରାଧ ଉପରେ ଅଂକୁଶ ଲଗାଇବା ପାଇଁ କଟକ ଡିସିପି ପ୍ରତୀକ …

Leave a Reply

Your email address will not be published. Required fields are marked *