Saturday , July 31 2021
Breaking News
Home / ବିଶେଷ / ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ମାର୍କେଟ କମ୍ପ୍ଲେକ୍ସ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ

ଶ୍ରୀ ଜଗନ୍ନାଥ ମନ୍ଦିରର ନୂତନ ମାର୍କେଟ କମ୍ପ୍ଲେକ୍ସ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ

ବାଲିଗୁଡା,୨୨/୦୭/୨୧(ଓଡିଶା ସମାଚାର/ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଟାଉନର ବସଷ୍ଟାଣ୍ଡ ନିକଟ ଆଦର୍ଶ ପୁଷ୍କରିଣୀ ଠାରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରର ଜାଗା ଉପରେ ଏକ ନୂତନ ବଜାର ଗୃହ ନିର୍ମାଣ ନିମନ୍ତେ ଭିତ୍ତିପ୍ରସ୍ତର ସ୍ଥାପନ ହୋଇଯାଇଛି ଏହି କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ବାଲିଗୁଡ଼ା ଉପଜିଲ୍ଲାପାଳ ଡଃ. ଶୁଭଙ୍କର ମହାପାତ୍ର ଯୋଗଦେଇ ଆନୁଷ୍ଠାନିକ ଭାବେ ପୂଜାର୍ଚନା କରାଯାଇ ଶୁଭାରମ୍ଭ  କରାଯାଇଥିଲା ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ବାଲିଗୁଡ଼ା ଏନଏସି ପୂର୍ବତନ  ଅଧ୍ୟକ୍ଷ ଲୋକ ନାଥ ପାଢ଼ୀ, ବାଲିଗୁଡ଼ା  ବ୍ଲକ୍ ସାଂସଦ ପ୍ରତିନିଧି ତଥା ବ୍ଲକ୍ ବିଜେଡି ସଭାପତି ଟୁନା ଦାସ, ମନ୍ଦିର ପରିଚାଳନା କମିଟିର ମଧୁ ସୂଦନ ଦାଶ ଙ୍କ ସମେତ ସମସ୍ତ ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ ଓଡିଶା ସମାଚାର

About admin

Check Also

ବିଭିନ୍ନ ରାସ୍ତା ପ୍ରକଳ୍ପର ଭିତ୍ତି ପ୍ରସ୍ତର ସ୍ଥାପନ କଲେ ସାଂସଦ ଓ ବିଧାୟକ

ପରଜଙ୍ଗ, ୩୧/୦୭/୨୦୨୧(ଓଡ଼ିଶା ସମାଚାର)- ଆଜି ଓଡିଶା ସରକାରଙ୍କ ଗ୍ରାମ୍ୟ ନିର୍ମାଣ ବିଭାଗ ପକ୍ଷରୁ ପରଜଙ୍ଗ ନିର୍ବାଚନ ମଣ୍ଡଳୀ ର ସାଆନ୍ଦା …

Leave a Reply

Your email address will not be published. Required fields are marked *