Sunday , June 20 2021
Home / ବିଶେଷ / ସଂକ୍ଷେପରେ ଖବର : କ୍ୟାବିନେଟ ବୈଠକ କାଲି

ସଂକ୍ଷେପରେ ଖବର : କ୍ୟାବିନେଟ ବୈଠକ କାଲି

ଭୁବନେଶ୍ୱର,୨୫/୦୯/୨୦୧୯ (ଓଡ଼ିଶା ସମାଚାର)- ଆସନ୍ତା କାଲି ଗୁରୁବାର ରାଜ୍ୟ କ୍ୟାବିନେଟ ର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ଲୋକ ସେବା ଭବନ ରେ ପୂର୍ବାହ୍ନ ୧୧ ଟା ୪୫ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି କ୍ୟାବିନେଟ ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଉପରେ ମୋହର ବାଜିବା ସମ୍ଭାବନା । ଓଡ଼ିଶା ସମାଚାର

About admin

Check Also

ବେଦାନ୍ତ ପକ୍ଷରୁ ଓଡ଼ିଶାର କଳାହାଣ୍ଡିରେ ୨୦୦ ଶଯ୍ୟା ବିଶିଷ୍ଟ କୋଭିଡ ହସ୍ପିଟାଲ ଲୋକାର୍ପିତ

• ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ଭର୍ଚୁଆଲ ସମାରୋହରେ ଏହି ହସ୍ପିଟାଲ କୁ ଜନ ସାଧାରଣଙ୍କ …

Leave a Reply

Your email address will not be published. Required fields are marked *