Sunday , June 20 2021
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଅଟୋକୁ ପିଟିଲା ବସ୍ – ୪ ମୃତ, ୩ ଗୁରୁତର ଆହତ

ସଂକ୍ଷେପରେ ତାଜା ଖବର : ଅଟୋକୁ ପିଟିଲା ବସ୍ – ୪ ମୃତ, ୩ ଗୁରୁତର ଆହତ

 

କୋରାପୁଟ, ୧୮/୦୬/୨୦୧୯ (ଓଡ଼ିଶା ସମାଚାର)- ଏକ ସଡ଼କ ଦୁର୍ଘଟଣାରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ମିଳିଥିବା ତାଜା ସୂଚନା ଅନୁସାରେ ୨୬ ନମ୍ବର ଜାତୀୟ ରାଜପଥ ର ଜୟପୁର ବୋରିଗୁମା ଅଂଚଳର ମଝିଆ ଛକ  ନିକଟରେ ଏହି ସଡ଼କ ଦୁର୍ଘଟଣା ଘଟିଛି । ଦୁର୍ଘଟଣାସ୍ଥଳରେ ୪ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତ ମାନଙ୍କୁ  ବୋରିଗୁମା ହସପିଟାଲ ରେ ଭର୍ତି କରାଯାଇଛି । ବସ୍ ଟି ବ୍ରହ୍ମପୁର ଯାଉଥିଲା । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩,୬୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ – ୩୯ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୭/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩,୬୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି …

Leave a Reply

Your email address will not be published. Required fields are marked *