Sunday , June 13 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : ଓସିଏ ର ପୂର୍ବତନ ସମ୍ପାଦକ ଆଶିର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କଲା

ସଂକ୍ଷେପରେ ତାଜା ଖବର : ଓସିଏ ର ପୂର୍ବତନ ସମ୍ପାଦକ ଆଶିର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କଲା

କଟକ,୧୯/୦୯/୨୦୧୯(ଓଡ଼ିଶା ସମାଚାର)- ଓସିଏ ର ପୂର୍ବତନ ସମ୍ପାଦକ ଆଶିର୍ବାଦ ବେହେରାଙ୍କୁ ସିବିଆଇ ଗିରଫ କଲା । ଆଜି ବଢ଼ି ଭୋର ସମୟରୁ ସିବିଆଇ ପକ୍ଷରୁ ବାରବାଟୀ ଷ୍ଟାଡ଼ିଅମ ନିକଟରେ ଥିବା ତାଙ୍କ ବାସଭବନରେ ଚଢ଼ାଉ କରାଯାଇଥିଲା । ଚଢ଼ାଉ ସମୟରେ ଶ୍ରୀ ବେହେରାଙ୍କୁ ସିବିଆଇ ଗିରଫ କରିଥିବା ଜଣାପଡ଼ିଛି । ମିଳିଥିବା ଖବର ଅନୁସାରେ ଅର୍ଥତତ୍ୱ ଚିଟଫଣ୍ଡ ଳିଙ୍କରେ ପୂର୍ବରୁ ସିବିଆଇ ପକ୍ଷରୁ ତାଙ୍କୁ ଜେରା କରାଯାଇଥିଲା । ବର୍ତମାନ ଗିରଫ କରାଗଲା । ଗତ କିଛି ଦିନର ନୀରବତା ପରେ ପୁଣି ସିବିଆଇ ତାର ଆକସନ୍ ଆରମ୍ଭ କରିଛି । ଓଡ଼ିଶା ସମାଚାର

About admin

Check Also

ଦଳିତବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ ଅବରୋଧ ଅଭିଯୋଗ

କେନ୍ଦ୍ରାପଡ଼ା, ୧୨/୦୬/୨୦୨୧(ଓଡ଼ିଶା ସମାଚାର)-ଜନୈକ ଦଳିତ ସଂପ୍ରଦାୟର ବ୍ୟକ୍ତିଙ୍କ ବାସଗୃହ ସମ୍ମୁଖ ରାସ୍ତାକୁ କେତେକ ସବର୍ଣ୍ଣ ସଂପ୍ରଦାୟର ଲୋକ ଅବରୋଧ କରିବା …

Leave a Reply

Your email address will not be published. Required fields are marked *