Thursday , June 24 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର : କୋଲକାତାରେ ଏକ ସଡ଼କ ଦୁର୍ଘଟଣାରେ ୫ ଓଡ଼ିଆଙ୍କ ମୃତ୍ୟୁ

ସଂକ୍ଷେପରେ ତାଜା ଖବର : କୋଲକାତାରେ ଏକ ସଡ଼କ ଦୁର୍ଘଟଣାରେ ୫ ଓଡ଼ିଆଙ୍କ ମୃତ୍ୟୁ

ଭଦ୍ରକ, ୧୭/୦୭/୨୦୧୯ (ଓଡ଼ିଶା ସମାଚାର)- କୋଲକାତାରେ ଏକ ସଡ଼କ ଦୁର୍ଘଟଣାରେ ୫ ଓଡ଼ିଆଙ୍କ ମୃତ୍ୟୁ ହୋଇଛି । ମିଳିଥିବା ତାଜା ସୂଚନା ଅନୁସାରେ କୋଲକାତା ହାୱଡ଼ା ନିକଟରେ ଥିବା ଏକ ଟୋଲ ଗେଟ ନିକଟରେ ଏହି ସଡ଼କ ଦୂର୍ଘଟଣା ଘଟିଛି । ଏକ ବାହାଘର ଭୋଜିଖାଇ ଫେରୁଥିବାବେଳେ ସେମାନେ ଫେରୁଥିବା କାର ଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଫଳରେ କାର ରେ ଥିବା ୫ ଜଣଙ୍କର ମୃତ୍ୟୁ ହୋଇଛି । ସମସ୍ତ ମୃତକ ଭଦ୍ରକ ଓ ଯାଜପୁର ଅଂଚଳର ବୋଲି ଜଣାପଡ଼ିଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ- ୪୩ ଜଣ କରୋନା ଆକ୍ରାନ୍ତ ଙ୍କ ମୃତ୍ୟୁ

ଭୁବନେଶ୍ୱର,୨୧/୦୬/୨୦୨୧(ଓଡ଼ିଶା ସମାଚାର/ ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୩୦୩୧ ଜଣ ନୂତନ କରୋନା ସଂକ୍ରମିତ ଚିହ୍ନଟ …

Leave a Reply

Your email address will not be published. Required fields are marked *