Tuesday , June 15 2021
Breaking News
Home / ତାଜା ଖବର / ସଂକ୍ଷେପରେ ତାଜା ଖବର :  ଗଛରେ ପିଟିହେଲା ବାଇକ୍ , ୨ ମୃତ, ୧ ଗୁରୁତର ଆହତ

ସଂକ୍ଷେପରେ ତାଜା ଖବର :  ଗଛରେ ପିଟିହେଲା ବାଇକ୍ , ୨ ମୃତ, ୧ ଗୁରୁତର ଆହତ

ମାଲକାନାଗିରି, ୧୩/୦୭/୨୦୧୯ (ଓଡ଼ିଶା ସମାଚାର)- ଏକ ବାଇକ୍ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ଗଛରେ ପିଟି ହୋଇଯିବା ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟଜଣେ ଗୁରୁତର ଅବସ୍ଥାରେ ହସପିଟାଲରେ ଭର୍ତି ହୋଇଛନ୍ତି । ମିଳିଥିବା ତାଜା ସୂଚନା ଅନୁସାରେ ଏକ ବାଇକ୍ ରେ ୩ ଜଣ ଯାଉଥିଲେ । ବାଇକ୍ ଟି ଚମ୍ପାଖାରି ନିକଟରେ ଏହି ଦୂର୍ଘଟଣା ଘଟିଥିଲା । ବାଇକ୍ ରେ ଥିବା ବନମାଳୀ ସିକୁଡ଼ୁ ଓ ସଂଜୟ ସୁକୁଡ଼ୁଙ୍କର ଦୁର୍ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବାବେଳେ ଗୁରୁତର ଅବସ୍ଥାରେ ଶରତ ମାଝୀଙ୍କୁ ହସପିଟାଲରେ ଭର୍ତି କରାଯାଇଛି । ଓଡ଼ିଶା ସମାଚାର

About admin

Check Also

ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ – ୪୪ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର,୧୪/୦୬/୨୦୨୧(ଓଡ଼ିଶା ସମାଚାର/ସୁଚେତା ଦେବତା)- ଗତ ୨୪ ଘଣ୍ଟା ମଧ୍ୟରେ ୪୩୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା …

Leave a Reply

Your email address will not be published. Required fields are marked *